Latest Odisha News
Browsing Tag

Adap Darshan

ଶ୍ରୀମନ୍ଦିରରେ ବନକଲାଗି ନୀତି । ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି କାଳିଆ ସାଆନ୍ତ

ପୁରୀ :  ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ କାଳିଆ ସାଆନ୍ତଙ୍କ ଆଜି ହେଉଛି ଚତୁର୍ଥ ଦିନ । ଆସନ୍ତାକାଲି ହେରାପଞ୍ଚମୀ । ଅଭିମାନିନୀ ମାଆ ମହାଲଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ । ତେବେ ଏହା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ…

ଜନ୍ମବେଦୀରେ ମହାପ୍ରଭୁ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି

ପୁରୀ: ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା । ପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଆଜି ଚତୁର୍ଥ ଦିନ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି । ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ଗୁପ୍ତ ନୀତି…

ବନକଲାଗି ପାଇଁ ଆଜି ସଂଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ବନକଲାଗି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ। ଦ୍ବିତୀୟ…