Latest Odisha News

BREAKING NEWS

Browsing Tag

Adibasi Mela

ଆଦିବାସୀ ମେଳାରେ ହର୍ବାଲ ଓ ଅନ୍ୟାନ୍ୟ ହସ୍ତଶିଳ୍ପ ସାମଗ୍ରୀ ଏବଂ ମସଲା ଦର୍ଶକଙ୍କୁ କରିଛି ଅଧିକ ଆକର୍ଷିତ

ଭୁବନେଶ୍ୱର : ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ୟୁନିଟ-୧ ସ୍ଥିତ ଆଦିବାସୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳାରେ ହର୍ବାଲ ଓ ଅନ୍ୟାନ୍ୟ ହସ୍ତଶିଳ୍ପ ସାମଗ୍ରୀ ଏବଂ ମସଲା ଦର୍ଶକଙ୍କୁ ଅଧିକ ଆକର୍ଷିତ କରିଛି। ଏହି ମେଳାରେ “ଚିରୋଞ୍ଜୀ” ଯାହା…

ଆରମ୍ଭ ହେଲା ଆଦିବାସୀ ମେଳା

ଭୁବନେଶ୍ଵର : ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ୟୁନିଟ-୧ ସ୍ଥିତ ଆଦିବାସୀ ପଡ଼ିଆରେ ଆଦିବାସୀ ମେଳା-୨୦୧୪ ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାମ ବିଭାଗ…

ଆଜିଠୁ ଆଦିବାସୀ ମେଳା,୧୨୧ ଷ୍ଟଲରେ ପ୍ରଦର୍ଶିତ ହେବ ଜଙ୍ଗଲଜାତ ଉତ୍ପାଦ ଓ କଳା ସାମଗ୍ରୀ

ଭୁବନେଶ୍ବର : ୟୁନିଟ୍‌-୧ ଆଦିବାସୀ ପଡ଼ିଆରେ ହେବ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୩ । ରାଜଧାନୀବାସୀଙ୍କୁ ଏଭଳି ଗାଁ ଜୀବନ ଶୈଳୀର ନିଚ୍ଛକ ରୂପ ଦେଖାଇବ ଆଦିବାସୀ ପଡ଼ିଆ । ଆଦିବାସୀ ଦେଶୀ ଖାଦ୍ୟର ବାସ୍ନାରେ ମହକିବ ୟୁନିଟ୍‌-୧ ସ୍ଥିତ ପ୍ରଦର୍ଶନୀ ପଡ଼ିଆ। ଝାଟିମାଟି କୁଡ଼ିଆ ସାଙ୍ଗକୁ…

ଜାନୁଆରୀ ୨୬ରୁ ଆଦିବାସୀ ମେଳା

ଭୁବନେଶ୍ବର :ପଡ଼ିଆକୁ ଫେରିଲା ଆଦିବାସୀ ମେଳା । ଭୁବନେଶ୍ବରରେ ଆସନ୍ତା ଜାନୁଆରୀ ୨୬ରୁ ଆରମ୍ଭ ହେବ ଆଦିବାସୀ ମେଳା । ଫେବୃଆରୀ ୯ ତାରିଖ ପର୍ଯ୍ୟନ୍ତ ଆଦିବାସୀ ପଡିଆରେ ଚାଲିବ ମେଳା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ମେଳାରେ ରାଜ୍ୟ ବାହାରର ଦର୍ଶକଙ୍କ ଲାଗି…