Latest Odisha News

BREAKING NEWS

Browsing Tag

ADITYA DAS

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : ପତ୍ନୀ ବିଦ୍ୟାଶ୍ରୀ ଓ ତିନି ସହଯୋଗୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ଵର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାକୁ ମାସେ ପୂରିବାକୁ ବସିଲାଣି କିନ୍ତୁ ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରୁନାହିଁ । ତେଣୁ ପତ୍ନୀ ବିଦ୍ୟାଶ୍ରୀ ଓ ତାଙ୍କ ତିନି ସହଯୋଗୀଙ୍କ ପଲିଗ୍ରାଫ ଟେଷ୍ଟ କରାଯିବ ବୋଲି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ ।…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆଜି ପତ୍ନୀ ଓ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଶ୍ରୀ ଓ ଆଦିତ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ମୃତ୍ୟୁକୁ ୨୪ ଦିନ ବିତିଯାଇଥିଲେ ସୁଦ୍ଧା ଏ ଯାଏଁ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରୁନାହିଁ । ଗତକାଲି ଏହି ଘଟଣାରେ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’ ଓ ଭାଇଙ୍କୁ ଜେରା

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ଏଯାଏଁ ଏହି ରହସ୍ୟ ଉପରୁ ପରଦା ହଟିନି । ଏନେଇ ଜୋର୍‌ସୋର୍‌ରେ ପୋଲିସର ତଦନ୍ତ ଚାଲିଛି । ଏହାରି ଭିତରେ ଆଦିତ୍ୟଙ୍କ କିଛି ବନ୍ଧୁ ଓ ତାଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜିଆର୍‌ପି ପୋଲିସ ଜେରା କରିସାରିଛି । ତେବେ ଆଜି…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରିପାରେ ଜିଆରପି

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ପିପୁଲ ଫର ସେବା ସଂସ୍ଥାର ଦୁଇ କର୍ମଚାରୀ ଦୀପକ ଓ ସୌମ୍ୟଙ୍କୁ ଜେରା କରିଛି ଜିଆରପି । ସଂସ୍ଥାର ବିଭିନ୍ନ ଆର୍ଥିକ ଦିଗକୁ ନେଇ ଜିଆରପି ଉଭୟଙ୍କୁ ପଚରାଉଚରା କରିଛି । ମାମଲାରେ ଏହାପୂର୍ବରୁ ୨୦ରୁ ଅଧିକ ଲୋକଙ୍କୁ ଜେରା କରାଯାଇ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଘର ମାଲିକଙ୍କୁ ଜେରା, କ୍ଲୋଜ ଫ୍ରେଣ୍ଡକୁ ନୋଟିସ୍‌

ଭୁବନେଶ୍ୱର: ସାମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଏବେବି ଜାରି ରହିଛି ସସ୍‌ପେନ୍ସ । ଦିନକୁ ଦିନ ଜଟିଳ ହେବାରେ ଲାଗିଛି ମୃତ୍ୟୁ ମାମଲା । ଏହାରି ଭିତରେ ଆଜି ଜିଆର୍‌ପି ପୋଲିସ ଆଦିତ୍ୟ ଯେଉଁ ଘରେ ରହୁଥିଲେ ତାର ମାଲିକଙ୍କୁ ଜେରା କରିଛି । କେବେଠୁ ଭଡା ରେ ଥିଲେ, କେବେ ଝଗଡା ହୋଇଥିଲା…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଫରେନ୍‌ସିକ୍ ଲ୍ୟାବ୍‌କୁ ଗଲା ଡାଏରୀ

ଗଞ୍ଜାମ: ଏବେବି ସସ୍‌ପେନ୍ସ ଘେରରେ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କ କେହି ହତ୍ୟା କରିଛନ୍ତି ତାହା ଏଯାଏଁ ଜଣାପଡି ନାହିଁ । ଏହି ମାମଲାରେ ଆଜି ତାଙ୍କ ହାତ ଲେଖା ଡାଏରୀକୁ ଫରେନ୍‌ସିକ୍ ଲ୍ୟାବ୍‌କୁ ପଠାଯାଇଛି । ଡାଏରୀର ହସ୍ତାକ୍ଷର ଯାଂଚ…

ଖୋଲୁଛି ଆଦିତ୍ୟଙ୍କ ମୃତ୍ୟୁ ମିଷ୍ଟ୍ରି: ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହତ୍ୟା ମାମଲା ରୁଜୁ କଲା ଜିଆରପି

ଭୁବନେଶ୍ୱର: ଧୀରେ ଧୀରେ ଫିଟୁଛି ପିପୁଲ ଫର ସେବା ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ରହସ୍ୟ । ଦିନକୁ ଦିନ ସମ୍ନାକୁ ଆସୁଛି ନୂଆ ରହସ୍ୟ । ଆଦିତ୍ୟଙ୍କ ମୃତ୍ୟୁ ଏକ ହତ୍ୟା କି ଆତ୍ମହତ୍ୟା ଏହାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆସିଛି ଆଦିତ୍ୟଙ୍କ…

ରେଳ ଧାରଣାରୁ ମିଳିଲା ସମାଜସେବୀ ଆଦିତ୍ୟ ଦାଶଙ୍କ ଖଣ୍ଡ ବିଖଣ୍ଡିତ ମୃତ ଦେହ: କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶଙ୍କ ଦେହାନ୍ତ । ବୁଧବାର ସକାଳୁ ଲିଙ୍ଗରାଜ ଷ୍ଟେସନ ରେଳ ଲାଇନରୁ ଆଦିତ୍ୟଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ଜି.ଆର.ପି । ମୃତ୍ୟୁର କାରଣ ଏବେବି ଅସ୍ପଷ୍ଟ। ଅନ୍ୟକୁ ପ୍ରେରଣା, ପ୍ରୋତ୍ସାହିତ କରିବାରେ ମାହିର୍ ଥିଲେ ଆଦିତ୍ୟ । ସୋସିଆଲ୍…