Latest Odisha News
Browsing Tag

Advisory Issue

ଦେଓଘର ରୋପୱେ ଦୁର୍ଘଟଣା ପରେ ଚେତା ପଶିଲା, ଏସଓପି ପାଇଁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ

ଭୁବନେଶ୍ୱର: ଦେଓଘର ରୋପୱେ ଦୁର୍ଘଟଣା ପରେ ଚେତି ଗଲେ କେନ୍ଦ୍ର ସରକାର । ଗୃହ ସଚିବ ଏନେଇ ସମସ୍ତ ରାଜ୍ୟ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବ ମାନଙ୍କୁ ଚିଠି ଲେଖି ଚିନ୍ତା ଜତାଇଛନ୍ତି । ରାଜ୍ୟରେ ଥିବା ବିଭିନ୍ନ ରୋପୱେ ଗୁଡ଼ିକର ତୁରନ୍ତ ସ୍ଥିତି ସମୀକ୍ଷା କରିବାକୁ ନିର୍ଦ୍ଦେଶ…

୮ ଜିଲ୍ଲାରେ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ : ଏସ୍‌ଆରସି

ଭୁବନେଶ୍ବର: ରାଜ୍ୟ​‌ରେ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରିଛନ୍ତି ରାଜ୍ୟ ସରକାର । ଚାଷୀ ତୁରନ୍ତ ଧାନ କାଟି ଆଣିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା । ଏହା ସହିତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି…