Latest Odisha News

BREAKING NEWS

Browsing Tag

Agnipath

ଅକ୍ଟୋବର ୧୮ରୁ ଏହି ସ୍ଥାନରେ ହେବ ଅଗ୍ନିପଥ ନିଯୁକ୍ତି ରାଲି

ପୁରୀ: ଅକ୍ଟୋବର ୧୮ରୁ ୨୬ ପର୍ଯ୍ୟନ୍ତ ପୁରୀରେ ଭାରତୀୟ ସୈନ୍ୟବାହିନୀ ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ନିଯୁକ୍ତି ରାଲି କରାଯିବ। ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ରାଲି ତାଳବଣିଆର ଜିଲ୍ଲା କ୍ରୀଡା କମ୍ପ୍ଲେକ୍ସ ଏବଂ ସହରର ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସାଧାରଣ ପ୍ରବେଶିକା…

‘ଅଗ୍ନିପଥ’ ଯୋଜନରେ ରେଜିମେଣ୍ଟ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ

ଭୁବନେଶ୍ୱର: କେନ୍ଦ୍ର ସରକାର ପ୍ରଣୀତ କରିଥିବା ‘ଅଗ୍ନିପଥ’ ଯୋଜନାକୁ ନେଇ ଅନେକ ଦ୍ୱନ୍ଦ ଏବଂ ଆଶଙ୍କା ଲାଗି ରହିଛି । ସେ ଭିତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଶଙ୍କା ହେଉଛି ରେଜିମେଣ୍ଟ ବ୍ୟବସ୍ଥାର ଉଚ୍ଛେଦ । ଏକ ଗୁଜବ ଆଲୋଚନା ହେଉଛି ଯେ, ଭାରତୀୟ ସେନାରୁ ରେଜିମେଣ୍ଟ ବ୍ୟବସ୍ଥା ଉଚ୍ଛେଦ କରାଯାଉଛି…

ଅଗ୍ନିପଥ ଯୋଜନାକୁ ଓଡ଼ିଶାରେ ଆପର ବିରୋଧ

ବ୍ରହ୍ମପୁର : ଓଡ଼ିଶାରେ ଅଗ୍ନିପଥ ଯୋଜନାକୁ ଘୋର ବିରୋଧ କରିଛି ଆପ୍। ବହ୍ମପୁର ଗୋଲାପ ପଲ୍ଲୀ ସ୍ଥିତ କାର୍ଯ୍ୟାଳୟ ପରିସରରେ ଆମ ଆଦମୀ ପାର୍ଟୀ ତରଫରୁ ଏକ ସମ୍ବାଦିକ ସମ୍ମିଳନୀରେ ଅଗ୍ନିପଥ ଯୋଜନକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଦେଶ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା…

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ୩ ସେନା ମୁଖ୍ୟ

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ 3 ସେନା ମୁଖ୍ୟ । ଗତକାଲି ସେନା ପକ୍ଷରୁ ଅଗ୍ନିିପଥ ଯୋଜନା ଫେରିବ ନାହିଁ ବୋଲି ସ୍ପଷ୍ଟ କୁହାଯାଇଥିଲା । ଯେଉଁମାନେ ଏଥିରେ ଜଡିତ ରହି ହିଂସା କରିବେ ସେମାନଙ୍କୁ ଅଗ୍ନିିପଥ ଯୋଜନାରେ ସାମିଲ କରାଯିବ ନାହିଁ ବୋଲି…

କିଛି ନିଷ୍ପତ୍ତି ଅଡ଼ୁଆ ଲାଗିପାରେ କିନ୍ତୁ ଭବିଷ୍ୟତରେ ଦେଶ ନିର୍ମାଣରେ ସହଯୋଗ କରିବ: ମୋଦୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । ସୋମବାର କିଛି ସଂଗଠନ ଭାରତ ବନ୍ଦ ଡାକରା ଦେଇଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି କଂଗ୍ରେସ ନେତାମାନେ ଏହି ଯୋଜନାକୁ ରଦ୍ଦ କରିବାକୁ ଦାବି କରିଛନ୍ତି। ଏହାରି ଭିତରେ କିନ୍ତୁ…

ଅଗ୍ନିବୀର ଅବସର ନେବା ପରେ ମହିନ୍ଦ୍ରା ଗ୍ରୁପରେ ନିଯୁକ୍ତି ସୁଯୋଗ: ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଥିବା ହିଂସାକାଣ୍ଡରେ ଦୁଃଖି ପ୍ରକାଶ କରିଛନ୍ତି ମହିନ୍ଦ୍ରା ଗ୍ରୁପ୍ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ।  ସୋମବାର ଏହି ପ୍ରସଙ୍ଗରେ ଟୁଇଟ୍ କରି ନିଜର ଦୁଃଖ ପ୍ରକାଶ କରିବା ସହିତ ଏହି ଅଗ୍ନିବୀର ଅବସର ନେଲା ପରେ ତାଙ୍କ ଦ୍ୱାରା ପରିଚାଳିତ…

ଅଗ୍ନିପଥକୁ ବିରୋଧ: ୧୮୧ଟି ଏକ୍ସପ୍ରେସ୍ ଟ୍ରେନ୍ ଓ ୩୪୮ଟି ପାସେଞ୍ଜର ଟ୍ରେନକୁ ବାତିଲ୍

ନୂଆଦିଲ୍ଲୀ: ସେନାରେ ନିଯୁକ୍ତି ନେଇ କେନ୍ଦ୍ରର ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ ପ୍ରଦର୍ଶନ ଜାରି ରହିଛି । ବିଭିନ୍ନ ସଂଗଠନ ଏହି ଯୋଜନାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି। ଯାହାର ପ୍ରଭାବ ଆଜି ସୋମବାର ଦେଖିବାକୁ ମିଳିଛି। ହିଂସା ଏବଂ ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି…

ଅଗ୍ନିବୀରଙ୍କୁ ବଢ଼ିଆ ଅଫର: ମିଳିବ ୧୦% ସଂରକ୍ଷଣ

ନୂଆଦିଲ୍ଲୀ: ଅଗ୍ନିବୀରଙ୍କୁ ମିଳିବ ସଂରକ୍ଷଣ । ପ୍ରତିରକ୍ଷା ମନ୍ତ୍ରଣାଳୟର ବିଭିନ୍ନ ଖାଲି ପଦବୀରେ ନିଯୁକ୍ତି ନିମନ୍ତେ ୧୦% ସଂରକ୍ଷଣ ମିଳିବ ସୁବିଧା  । ଏଭଳି  ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରୀ  ରାଜନାଥ ସିଂ ମଞ୍ଜୁର କରିଛନ୍ତି । ଭାରତୀୟ ତଟରକ୍ଷୀ ବାହିନୀ, ପ୍ରତିରକ୍ଷା ବେସାମରିକ…

[ଦେଖନ୍ତୁ ଭିଡିଓ] କେନ୍ଦ୍ରର ‘ଅଗ୍ନିପଥ’ ଯୋଜନାକୁ ନେଇ କଟକରେ ଆକ୍ରୋଶ

କଟକ: ‘ଅଗ୍ନିପଥ’କୁ ନେଇ ନିଆଁ ଜଳୁଛି । ବିହାର, ରାଜସ୍ଥାନ ଓ ହରିୟାଣା ପରେ ଓଡ଼ିଶାରେ ବି ‘ଅଗ୍ନିପଥ’ ସ୍କିମକୁ ନେଇ ଆକ୍ରୋଶ ଦେଖିବାକୁ ମିଳିଛି । ଆଜି କଟକ ଆର୍ମି ନିଯୁକ୍ତି ଅଫିସ୍ ପାଖରେ ‘ଅଗ୍ନିପଥ’କୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଯୁବଗୋଷ୍ଠୀ । ଶତାଧିକ ଯୁବକ ରାସ୍ତା…