Latest Odisha News

BREAKING NEWS

Browsing Tag

Agriculture and Farmer

ଓଡିଶାରେ ପ୍ରଥମ ଥର ପାଇଁ କୃଷି କ୍ଷେତ୍ରରେ ଡ୍ରୋନର ବ୍ୟବହାର  

କୋରାପୁଟ : ଓଡିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା କୃଷି କ୍ଷେତ୍ରରେ କୃଷି ଡ୍ରୋନର ବ୍ୟବହାର। ଅଳ୍ପ ସମୟରେ ଏକର ଏକର ଜମିକୁ କିପରି କୃଷି ସାର ଓ ଅନ୍ୟ ରାସାୟନିକ କୀଟ ସାର ସିଞ୍ଚନ କରାଯାଇ ପାରିବ ଏହି ଉଦ୍ଦେଶ୍ୟ ରେ ନାବାର୍ଡ ପାଟେଣେଶ୍ୱରୀ ଚାଷୀ ସମବାୟ ସମିତିକୁ ଚାଷୀମାନଙ୍କ ସହାୟତା…

ମାଟି ଲିପା ମଣିଷର କଥା

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ରାତି ପାହିଲେ ଦୂର ଦିଗବଳୟରୁ ସିନ୍ଦୂରା ଫାଟି ପହିଲି କିରଣ ଗାଁ ଠୁ ସହରକୁ ପ୍ରଥମ ସ୍ପର୍ଶ ଦିଏ । ସକାଳର ପହିଲି କିରଣରେ ହସେ ଗାଁ ବିଲର ପରିପାଟୀ । ସବୁଜ ଜମିରେ ସବୁର୍ଣ୍ଣର ଛିଟା ପରିବେଶକୁ କରେ ମନଲୋଭା ।…

ରାଜ୍ୟ ବଜେଟର ଫୋକସରେ କୃଷି ଓ କୃଷକ

ଭୁବନେଶ୍ୱର: ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପାଇଁ ବ୍ୟୟ ଅଟକଳ ରହିଛି ୧ ଲକ୍ଷ ୭୦ ହଜାର କୋଟି ଟଙ୍କା । ଏଥର ବଜେଟରେ କୃଷି ପାଇଁ ୧୭ ହଜାର ୪୬୮ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ଉପସ୍ଥାପନ ହୋଇଥିବା ବଜେଟରେ ୧ ହଜାର ଉଠା ଜଳସେଚନ ପଏଣ୍ଟ ପୁନଃଉଦ୍ଧାର ପାଇଁ ୧ଶହ ୬୦ କୋଟି…