Latest Odisha News

BREAKING NEWS

Browsing Tag

Agriculture Minister Arun Sahu

ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍

ଭୁବନେଶ୍ୱର : କୃଷି ମନ୍ତ୍ରୀ ତଥା ଉଚ୍ଚ ଶିକ୍ଷା ଅରୁଣ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି । ସେ ଟ୍ୱିଟରରେ ଲେଖିଛନ୍ତି, ‘ମୋର କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ମୁଁ ଘରେ ସଙ୍ଗରୋଧରେ ଅଛି, ମୋ ସ୍ୱାସ୍ଥ୍ୟାବସ୍ଥା ସ୍ଥିର…

ପଙ୍ଗପାଳ ମୁକାବିଲା ଚିନ୍ତା, ୩ଟି ଜୋନ୍‌ରେ ବିଭକ୍ତ ହେଲା ରାଜ୍ୟ

ଭୁବନେଶ୍ୱର:ଓଡିଶାକୁ ପଙ୍ଗପାଳ ବିପଦ ନାହିଁ ବୋଲି କହିହେବନି । ସେମାନେ ଏବେ ମଧ୍ୟ ମଧ୍ୟପ୍ରଦେଶ ଓ ଛତିଶଗଡ ସୀମାନ୍ତରୁ ଅଛନ୍ତି । ଏହାକୁ ଦୃଷ୍ଟିରେ ରଖି କେମିକାଲ ସ୍ପ୍ରେ ପାଇଁ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ଅରୁଣ ସାହୁ । ରାଜ୍ୟକୁ ୩ଟି ଜୋନରେ ବିଭକ୍ତ କରାଯାଇଛି ।…

୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ୨୨ ହଜାର ସରକାରୀ ଚାକିରିଆ: ମନ୍ତ୍ରୀ

ଭୁବନେଶ୍ୱର: କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ଅନ୍ତର୍ଗତ ପ୍ରାୟ ୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କୁ ଓଡିଶା ସରକାର ଚିହ୍ନଟ କରିଥିବା ନେଇ ମଙ୍ଗଳବାର ଦିନ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ସାହୁ କହିଛନ୍ତି,…

କାଳିଆ ଯୋଜନାରେ ୫୦ ଲକ୍ଷ ହିତାଧିକାରୀ ପାଇଛନ୍ତି ସହାୟତା ରାଶି: ମନ୍ତ୍ରୀ

ଭୁବନେଶ୍ୱର : କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନାରେ ରାଜ୍ୟ ସରକାର ପାଖାପାଖି ୫୦ ଲକ୍ଷ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିଥିବା ନେଇ ବୁଧବାର ଦିନ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, “ଏହି…