ଧାନ ଫସଲର କୀଟ ପରିଚାଳନା
(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’)
କୃଷି ଓଡ଼ିଶାର ଅର୍ଥନୀତିର ମାପକାଠି ରୂପେ ବିବେଚନା କରାଯାଉଥିବା ବେଳେ ଏହାର ଜଳବାୟୁ ଅନୁସାରେ ଅଧିକାଂଶ ଲୋକ ଧାନ ଚାଷ ଉପରେ ନିର୍ଭରଶୀଳ । ଡ଼ିଶାର ୭୦ ଭାଗ ଲୋକ ମୁଖ୍ୟତଃ ଚାଷବାସ ଉପରେ ନିର୍ଭର କରନ୍ତି । ଓଡ଼ିଶାର…