Latest Odisha News

BREAKING NEWS

Browsing Tag

Ahmedabad

ଓଡ଼ିଶାରୁ ଜ୍ୟୋତିର୍ବିଜ୍ଞାନୀ ଅନ୍ୱେଷଣର ୨୦ ବିଜେତାଙ୍କ ଇସ୍ରୋ ଅହମ୍ମଦାବାଦରେ ମହାକାଶ ଚମତ୍କାରିତା ଅନୁସନ୍ଧାନ

ଭୁବନେଶ୍ୱର: ଅହମ୍ମଦାବାଦ ସ୍ଥିତ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ମହାକାଶ ପ୍ରୟୋଗ କେନ୍ଦ୍ର (ଏସ୍‌ଏସି)ର ସ୍ୱପ୍ନର ପରିଦର୍ଶନରୁ ଓଡ଼ିଶାର ଯୁବ ଜ୍ୟୋତିର୍ବିଜ୍ଞାନୀ ଅନ୍ୱେଷଣ (ୟାଟ୍‌ସ) ୨୦୨୨-୨୩ ବିଜେତାମାନେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏଥି ସହିତ ଚଳିତ ବର୍ଷ ୟାଟ୍‌ସ…

ହସି ହସି ନଦୀକୁ ଡେଇଁ ଆତ୍ମହତ୍ୟା କଲେ ବିବାହିତ ମହିଳା, ମୃତ୍ୟୁ ପୂର୍ବରୁ ଭିଡିଓରେ ବଖାଣିଲେ ଦୁଃଖ

ଅହମ୍ମଦାବାଦ: ଗୁଜୁରାଟ ଅହମ୍ମଦାବାଦରେ ଜଣେ ବିବାହିତ ମହିଳା ସାବରମତୀ ନଦୀରେ ଡେଇଁ ଆତ୍ମହତ୍ୟା କରିଛନ୍ତି । ସେ ଆତ୍ମହତ୍ୟା କରିବା ପୂର୍ବରୁ ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ଯେତିକି ଦିନ ବଞ୍ଚିଲି, ଖୁବ୍ ଆନନ୍ଦରେ ବଞ୍ଚିଲି । ଏବେ ସେ ନିଜକୁ…

ମନ୍ଦିରରେ ଚଢ଼ାଗଲା ୩୦୦୦କେଜି ସେଓ!!

ଅହମ୍ମଦାବାଦ: ଅହମ୍ମଦାବାଦର ଶ୍ରୀ ସ୍ୱାମୀ ନାରାୟଣ ମନ୍ଦିରରେ ଦେବତାଙ୍କୁ ଅର୍ପଣ କରିବା ପାଇଁ ପ୍ରାୟ ୩୦୦୦ କିଲୋଗ୍ରାମ ସେଓ ପ୍ରଦର୍ଶିତ ହୋଇଛି। ଲାଲ, ସବୁଜ ଏବଂ ସୁବର୍ଣ୍ଣ ସେଓ ଗୁଡିକ ଦେବତାମାନଙ୍କ ସମ୍ମୁଖରେ ଏବଂ ମୂର୍ତ୍ତିଗୁଡ଼ିକର ଆସନକୁ ଯାଉଥିବା ପାହାଚରେ ଛୋଟ ତ୍ରିଭୁଜାକର…

ଅହମ୍ମଦାବାଦର କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, ୮ ରୋଗୀ ମୃତ

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦର ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ପୁରୁଷ ଓ ତିନି ଜଣ ମହିଳା । ଗତକାଲି ବିଳମ୍ବିତ ରାତି ପାଖାପାଖି ସାଢ଼େ ୩ଟାରେ ନବରଙ୍ଗପୁରା ଅନ୍ତର୍ଗତ ଶ୍ରେୟ ହସ୍ପିଟାଲରେ ନିଆଁ…

ଅହମ୍ମଦାବାଦରେ ରଥଯାତ୍ରା ଲାଗି ମିଳିଲା ଅନୁମତି; ସୀମିତ ଭକ୍ତଙ୍କ ଦ୍ୱାରା ରଥ ଟାଣିବାକୁ ଗୁଜରାଟ ହାଇକୋର୍ଟଙ୍କ…

ଅହମ୍ମଦାବାଦ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମଙ୍ଗଳବାର ଦିନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ପୁରୀ ପରେ ଅହମ୍ମଦାବାଦରେ ମଧ୍ୟ ରଥଯାତ୍ରାକୁ ମିଳିଛି ଅନୁମତି । ଅହମ୍ମଦାବାଦରେ ରଥଯାତ୍ରା ହେବା ନେଇ ସୋମବାର ବିଳମ୍ବିତ ରାତିରେ ଏକ ସ୍ୱତନ୍ତ୍ର ଶୁଣାଣି କରିଛନ୍ତି ଗୁଜରାଟ ହାଇକୋର୍ଟ…