Latest Odisha News
Browsing Tag

AIIMS

ରକ୍ତ ଦେଇ ପ୍ରସୂତୀଙ୍କ ଜୀବନ ବଞ୍ଚାଇଲେ ଭୁବନେଶ୍ବର ଏମ୍ସ ଡାକ୍ତର

ଭୁବନେଶ୍ୱର: ଆମେ ଡାକ୍ତରଙ୍କୁ ଦ୍ୱିତୀୟ ଭଗବାନ କହୁ । ଆଜି ସେହି ଭଗବାନ ପ୍ରସୂତୀଙ୍କୁ ବିପଦ ମୁହଁରୁ ବଞ୍ଚାଇଛନ୍ତି । ଆଉ କିଛି ସମୟ ବିଳମ୍ବ ହୋଇଥିଲେ ରକ୍ତ ଅଭାବରୁ ବୋଧହୁଏ ଜଣେ ଗୁରୁତର ପ୍ରସୂତୀ ମହିଳାଙ୍କର ଜୀବନ ବିପଦରେ ପଡିଥାଆନ୍ତା । ମାତ୍ର ଠିକ୍ ସମୟରେ ଆଗକୁ ଆସି ସହୃଦୟତାର ସହିତ…

ଭୁବନେଶ୍ୱର ଏମ୍ସରୁ ୧୨ ଦଲାଲ ଗିରଫ

ଭୁବନେଶ୍ୱର: ଏମ୍ସ ପରିସରରୁ ୧୨ ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି । ରୋଗୀଙ୍କୁ ସାହାଯ୍ୟ କରିବା ନାଁରେ ଏହି ଦଲାଲ୍ ମାନେ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହେଉଥିଲା । ଦଲାଲଙ୍କୁ ଧରିବା ଲାଗି ପୋଲିସ ରୋଗୀ ବେଶରେ ଯାଇଥିଲେ । ଦଲାଲ୍ ଏମ୍ସ ଓପିଡି ଟିକେଟକୁ ୫ ହଜାର ଟଙ୍କାରେ ବିକ୍ରି କରୁଥିଲେ…

ଏମ୍ସ ଭୁବନେଶ୍ୱରରେ ପ୍ରଥମ ସଫଳ କିଡନୀ ପ୍ରତିରୋପଣ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଏହାର ପ୍ରଥମ ଦଶନ୍ଧିର ସଫଳ ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ିଛି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପୂର୍ବ ଭାରତରେ ଭରସାର କେନ୍ଦ୍ରବିନ୍ଦୁ ପାଲଟିଥିବା ଏମ୍ସ ଭୁବନେଶ୍ୱରରେ ସଫଳତାର ସହିତ ପ୍ରଥମ କିଡନୀ ପ୍ରତି‌ରୋପଣ ସମ୍ପନ୍ନ ହୋଇଛି । ଅଗଷ୍ଟ ୩୦ ତାରିଖରେ…

ଆଞ୍ଚଳିକ ନାୟକଙ୍କ ନାମରେ ନାମିତ ହେବ ଏମ୍ସ 

ନୂଆଦିଲ୍ଲୀ:  ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ଓ ଏୈତିହାସିକ ଘଟଣାର ସ୍ମାରକିଙ୍କ ନାମରେ ଦେଶର ଦିଲ୍ଲୀ ସମେତ ସମସ୍ତ ୨୩ଟି ଏମ୍ସ ନାମକରଣ କରିବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏ ସର୍ମ୍ପକରେ ପରାମର୍ଶ ଲୋଡିବା ପରେ ଅଧିକାଂଶ…

ଦେଶର ଶ୍ରେଷ୍ଠ ୨୦ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଲା ଭୁବନେଶ୍ୱର AIIMS

ଭୁବନେଶ୍ୱର: ସ୍ଥାପନା ହେବାର ପ୍ରଥମ ଦଶନ୍ଧି ମଧ୍ୟରେ ପାଇଥିବା ସଫଳତାରେ ଆଉ ଏକ ଅଧ୍ୟାୟ ଯୋଡ଼ିଛି ଏମ୍ସ (AIIMS) ଭୁବନେଶ୍ୱର । ଦେଶର ସର୍ବୋତ୍ତମ ୨୦ ଶ୍ରେଷ୍ଠ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଛି ଏହି ମର୍ଯ୍ୟାଦାଜନକ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ । ଇଣ୍ଡିଆ ଟୁଡେ ସର୍ଭେ- ୨୦୨୨…

ଏମ୍ସ ଭୁବନେଶ୍ୱରରେ କର୍କଟ ଏବଂ ରକ୍ତ କର୍କଟ ରୋଗୀଙ୍କ ପାଇଁ ସ୍ପେଶାଲ ଆଇସିୟୁ

ଭୁବନେଶ୍ୱର: କର୍କଟ ଏବଂ ରକ୍ତ କର୍କଟ ରୋଗରେ ପୀଡିତ ରୋଗୀଙ୍କ ପାଇଁ ସାମଗ୍ରୀକ ଚିକିତ୍ସା ଓ ଯତ୍ନ ନେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱରର ମେଡିକାଲ ଅଙ୍କୋଲୋଜି / ହେମାଟୋଲୋଜି ବିଭାଗ ପକ୍ଷରୁ ସ୍ପେଶାଲ ଆଇସିୟୁ ବ୍ୟବସ୍ଥା ଆରମ୍ଭ ହୋଇଛି। ୭ ଶଯ୍ୟା ବିଶିଷ୍ଟ ଆଇସିୟୁ ସେବାକୁ ଗୁରୁବାର ଏମ୍ସ…

ଏମ୍‌ସର ୩୦୦ରୁ ଅଧିକ ଷ୍ଟାଫ୍‌ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବଢୁଛି କରୋନା କାୟା। ରିପୋର୍ଟ ଅନୁଯାୟୀ ଜାନୁଆରୀ ୧ରୁ ଏପର୍ଯ୍ୟନ୍ତ ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏମ୍ସର ଓପିଡି ବନ୍ଦ…

ନିର୍ମାଣ ହେବ ଆଉ ୨୨ଟି ଏମ୍‌ସ

ନୂଆଦିଲ୍ଲୀ: ଏମ୍‌ସ କୁ ସ୍ୱାସ୍ଥ୍ୟ କ୍ଷେତ୍ରର ଏକ 'ଲାଇଟହାଉସ୍' ବୋଲି କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ। ସେ କହିଛନ୍ତି ଯେ ବିଭିନ୍ନ ରାଜ୍ୟରେ ପ୍ରାଥମିକ ଡାକ୍ତରଖାନା ନିର୍ମାଣ ପାଇଁ ଦାବି ବୃଦ୍ଧି ପାଇଛି। ମାଣ୍ଡଭ୍ୟ କହିଛନ୍ତି, "ଏମ୍‌ସ ହେଉଛି ସ୍ୱାସ୍ଥ୍ୟ…

ଦିଲ୍ଲୀ ଏମ୍ସର ଇମରଜେନ୍ସି ଓ୍ବାର୍ଡରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସ ହସ୍ପିଟାଲରେ ସୋମବାର ଦିନ ଅଗ୍ନିକାଣ୍ଡ ଘଟିଛି। ଇମରଜେନ୍ସି ଓ୍ବାର୍ଡର ଗ୍ରାଉଣ୍ଡ ଫ୍ଲୋର୍ ନିକଟ ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ୭ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର ଭୋର୍ ୫ ଟାରେ…

କରୋନାରେ ସ୍ଥପତି ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତଙ୍କ ଏମ୍ସରେ ଦେହାନ୍ତ

ଭୁବନେଶ୍ୱର: ବାପାଙ୍କ ପରେ ଚାଲିଗଲା ପୁଅ । ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି…