ପକ୍ଷୀ ମାଡ଼ ହେବାରୁ ଭୁବନେଶ୍ୱରରେ ଜରୁରୀ ଅବତରଣ କଲା ଏୟାର ଏସିଆ ବିମାନ
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏୟାର ଏସିଆର ଏକ ବିମାନ ଜରୁରୀ ଅବତରଣ କରିଛି । ବିମାନରେ ପକ୍ଷୀ ମାଡ଼ ହେବା ପରେ ଜରୁରୀ ଅବତରଣ କରାଯାଇଥିଲା ବୋଲି ଜଣାପଡ଼ିଛି ।
ସୂଚନା ଅନୁସାରେ, ଭୁବନେଶ୍ୱର ବିମାନବନ୍ଦରରୁ ପୁଣେ ଅଭିମୁଖେ ସନ୍ଧ୍ୟା ୫ଟାରେ ବିମାନ…