ଏୟାର ଇଣ୍ଡିଆ ବିକ୍ରି ପାଇଁ ପ୍ରସ୍ତୁତି ଆରମ୍ଭ କଲେ ସରକାର
ନୂଆଦିଲ୍ଲୀ: ଏୟାର ଇଣ୍ଡିଆକୁ ବିକ୍ରି କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । ଏୟାର ଇଣ୍ଡିଆରେ ନିବେଶ କରିଥିବା ସମସ୍ତ ଶେୟାର ବିକ୍ରୀ କରିବାକୁ ସରକାର ଇଚ୍ଛୁକ ଥିବା ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ପୁରୀ ସୂଚନା ଦେଇଛନ୍ତି।
ବିଭାଗୀୟ ମନ୍ତ୍ରୀଙ୍କ କହିବା ଅନୁସାରେ…