Latest Odisha News

BREAKING NEWS

Browsing Tag

Air Pumping

ଡୋଜର ଚକା ରେ ପମ୍ପ ଦେଲା ବେଳେ ଚାଲିଗଲା ପ୍ରାଣ

ରାୟପୁର: ବୁଲ୍ ଡୋଜର ରେ ପମ୍ପ ଦେଉ ଦେଉ ପ୍ରାଣ ଚାଲିଗଲା । ମଙ୍ଗଳବାର ସିଲତାରା ଅଂଚଳରେ ଦୁଇ ଜଣ ବ୍ୟକ୍ତି ଏକ ବୁଲ୍ ଡୋଜର ଚକା ରେ ପମ୍ପ ଭରୁଥିଲେ । ହଠାତ୍ ବୋମା ଫୁଟିଲା ଭଳି ଆବାଜ୍ ହେଲା । କିଛି ସମୟ ଚାରିଆଡ଼େ ଧୂଆଁ ଧୂଆଁ ହୋଇଗଲା । ତା ପର ଦୃଶ୍ୟ ଦେଖଣାହାରୀଙ୍କୁ ଆଶ୍ଚର୍ଯ୍ୟ କରିଦେଲା ।…