ପାକିସ୍ତାନ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ, ୧୨ରୁ ଅଧିକ ମୃତ
ରାୱଲପିଣ୍ଡି: ପାକିସ୍ତାନର ରାୱଲପିଣ୍ଡିଠାରେ ମଙ୍ଗଳବାର ଦିନ ପାକିସ୍ତାନ ସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଏହି ଦୁର୍ଘଟଣା ଫଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି । ମୃତକଙ୍କ ମଧ୍ୟରେ ୫ ଜଣ ଯବାନ ରହିଥିବା ନେଇ…