Latest Odisha News
Browsing Tag

airtel

ଭୁବନେଶ୍ୱର ଏୟାରପୋର୍ଟରେ ଫାଷ୍ଟଟ୍ୟାଗ୍‌-ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର: ଗ୍ରାହକଙ୍କ ସୁବିଧା ପାଇଁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଫାଷ୍ଟ୍‌ଟ୍ୟାଗ୍‌-ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନକୁ ସକ୍ଷମ କରିବା ପାଇଁ ଭାରତର ଏକ ଅଗ୍ରଣୀ ଫାଷ୍ଟଟ୍ୟାଗ୍ ପ୍ରଦାନକାରୀ ସଂସ୍ଥା, ଏୟାରଟେଲ୍ ପେମେଣ୍ଟସ ବ୍ୟାଙ୍କ ପାର୍କ+ ସହ ସହଭାଗିତା…

କେନ୍ଦ୍ରାପଡା, ଯାଜପୁର ରୋଡ୍‌, ବଲାଙ୍ଗିର, ତାଳଚେର ସହରରେ ଆରମ୍ଭ ହେଲା ଏୟାରଟେଲ୍ 5G

ଭୁବନେଶ୍ୱର: ଭାରତର ଅଗ୍ରଣୀ ଟେଲିଯୋଗାଯୋଗ ସେବା ପ୍ରଦାତା ଏୟାରଟେଲ୍‌, ଦେଶର ୧୨୫ଟି ସହରରେ ଏହାର ଅଲ୍‌ଟ୍ରାଫାଷ୍ଟ୍ ୫ଜି ସେବାର ଶୁଭାରମ୍ଭର ଘୋଷଣା କରିଛି । ଏୟାରଟେଲ୍ ୫ଜି ପ୍ଲସ୍ ସେବା ବର୍ତମାନ ଦେଶର ୨୬୫ରୁ ଅଧିକ ସହରରେ ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିଛି । ପୂର୍ବରୁ ଓଡିଶାର ଭୁବନେଶ୍ୱର,…

ରାଜ୍ୟର ୧୩ଟି ସହରରେ ଉପଲବ୍ଧ ହେଲା ଏୟାରଟେଲ୍ ୫ଜି ପ୍ଲସ୍‌

ଭୁବନେଶ୍ୱର: ଏୟାରଟେଲ ପକ୍ଷରୁ ଭବାନୀପାଟଣା, ଢେଙ୍କାନାଳ, ଝାରସୁଗୁଡା, ପାରାଦୀପ ଓ ବରଗଡରେ ଏହାର ଅତ୍ୟାଧୁନିକ ୫ଜି ସେବାର ଶୁଭାରମ୍ଭ କରାଯାଇଛି । ଏୟାରଟେଲ୍‌ର ୫ଜି ସେବାଗୁଡିକ ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲା, ପୁରୀ, ଅନୁଗୁଳ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱରରେ କାର୍ଯ୍ୟକାରୀ…

ପୁରୀରେ ଏୟାରଟେଲ ୫ଜି ପ୍ଲସ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ଚଳିତ ମାସ ଆରମ୍ଭରେ ଭୁବନେଶ୍ୱର, କଟକ ଓ ରାଉରକେଲାରେ ଶୁଭାରମ୍ଭ ପରେ ଏବେ ପୁରୀରେ ଅଲ୍‌ଟ୍ରାଫାଷ୍ଟ୍ ଏୟାରଟେଲ୍ ୫ଜି ପ୍ଲସ୍ ସେବା ଉପଲବ୍ଧ ହୋଇଛି । କମ୍ପାନୀ ଏହାର ନେଟ୍‌ୱର୍କ ସ୍ଥାପନ ଓ ରୋଲ୍‌ଆଉଟ୍ ସମ୍ପୂର୍ଣ୍ଣ କରିବା କାର୍ଯ୍ୟ ଜାରି ରଖିଥିବାରୁ ଏୟାରଟେଲ୍ ୫ଜି ପ୍ଲସ୍…

୬୧ ଟଙ୍କା ରିଚାର୍ଜ କରନ୍ତୁ, ୫ଜି ଇଣ୍ଟରନେଟ ସୁବିଧା ପାଆନ୍ତୁ

ନୂଆ ଦିଲ୍ଳୀ : ଜିଓ ସିମ୍‌ ବ୍ୟବହାରକାରୀଙ୍କ ପାଇଁ ଆସିଲା ଖୁସି ଖବର । ଜିଓ ୫ଜିର ନୂଆ ରିଚାର୍ଜ ପ୍ଲାନ  ହେଲା ଘୋଷଣା ।ଏଣିକି ମାତ୍ର ୬୧ ଟଙ୍କା ରିଚାର୍ଜରେ ବ୍ୟବହାରକାରୀମାନେ ୫ଜି ଇଣ୍ଟରନେଟ୍ ସେବାର ଲାଭ ଉଠାଇପାରିବେ ।କମ୍ପାନୀ ଏହି ପ୍ଲାନ ସେହି ବ୍ୟବହାରୀଙ୍କ ପାଇଁ ଘୋଷଣା କରିଛି…

କାଲି ଲଞ୍ଚ ହେବ 5G: କେତେ ରହିଛି ପ୍ରାଇସ ଏବଂ କେମିତି ପାଇବେ ସୁବିଧା

ଭୁବନେଶ୍ଠର: ଆସନ୍ତାକାଲିଠାରୁ ଓଡ଼ିଶାରେ ଲାଗି ହେବ ୫ଜି ସେବା । 5G ସେବା ପାଇବା ପାଇଁ ଚାହିଁ ରହିଥିବା ଉପଭୋକ୍ତାମାନଙ୍କ ସ୍ୱପ୍ନ ପୂରଣ ହେବ । ଆସନ୍ତାକାଲି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭୁବନେଶ୍ୱର ସୋଆ କ୍ୟାମ୍ପସ-୨ରେ ଏହାର ଉଦ୍ଘାଟନ…

ଲକ୍ଷାଧିକ ଏୟାରଟେଲ ଉପଭୋକ୍ତାଙ୍କ ବ୍ୟକ୍ତିଗତ ତଥ୍ୟ ଲିକ୍‌

ନୂଆଦିଲ୍ଲୀ : ସାମ୍ନାକୁ ଆସିଲା ବ୍ୟକ୍ତିଗତ ତଥ୍ୟ ଲିକ୍‌ର ଆଉ ସାଂଘାତିକ ଘଟଣା । ଏକ ୱେବ୍‌ ସାଇଟ୍‌ରେ ଲିକ୍‌ ହୋଇଛି ଲକ୍ଷାଧିକ ଏୟାରଟେଲ୍‌ ସିମ୍‌ ବ୍ୟବହାର କରୁଥିବା ମୋବାଇଲ ଉପଭୋକ୍ତାଙ୍କ ନମ୍ବର ସହ ଆଧାର ତଥ୍ୟ । ଏଥିରେ ବ୍ୟକ୍ତି ବିଶେଷମାନଙ୍କର ଠିକଣା, ସହର, ଘରର ନାଁ, ଆଧାର କାର୍ଡ…

ପୁଣି ବାଜି ମାରିଲା ଏୟାରଟେଲ୍‌; ଉତ୍କୃଷ୍ଟ ସେବା ପ୍ରଦାନ କରିବାରେ ସବୁଠୁ ଆଗରେ ଏୟାରଟେଲ୍‌

ନୂଆଦିଲ୍ଲୀ: ଭାରତର ସବୁଠୁ ବଡ ଟେଲିକମ୍ କମ୍ପାନୀ ଭାରତୀ ଏୟାରଟେଲ୍ ପୁଣି ଥରେ ଉପଭୋକ୍ତାମାନଙ୍କୁ ସର୍ବୋତ୍ତମ ଇଣ୍ଟରନେଟ୍ ସେବା ଯୋଗାଇବାରେ ସଫଳ ହୋଇଛି। ମୋବାଇଲ୍ ଏବଂ ଇଣ୍ଟରନେଟ୍ ସେବା ସହ ଜଡିତ ଚାରୋଟି ପ୍ରମୁଖ ବର୍ଗରେ ଥିବା ଟେଲିକମ୍ ଅପରେଟରମାନଙ୍କ ଅପେକ୍ଷା ଏୟାରଟେଲ୍ ଅଧିକ ପଏଣ୍ଟ…

ଏୟାରଟେଲ ୨ ଜିବି ମାଗଣା ଡାଟା ଏବେ ଅଙ୍କଲ ଚିପ୍ସ, କୁରକୁରେ, ଡୋରିଟୋଷ ଏବଂ ଲେଜ୍ କିଣିବା ଉପରେ ମିଳିବ

ନୂଆଦିଲ୍ଲୀ: ଯଦି ଆପଣ ସ୍ମାର୍ଟଫୋନ୍ ବ୍ୟବହାର କରିବା ସମୟରେ ଅଧିକ ଇଣ୍ଟରନେଟ୍ ଆବଶ୍ୟକ କରନ୍ତି, ତେବେ ଆପଣ ବଜାରରେ ଚିପ୍ସ କିଣି ଖାଇବା ସହିତ ଏୟାରଟେଲ ଡାଟା ପାଇପରିବେ  | ଏହା ଶୁଣିବା ପାଇଁ ଆପଣ ଟିକେ ଅଜବ ମନେ କରିପାରନ୍ତି, କିନ୍ତୁ ବାସ୍ତବରେ ଟେଲିକମ୍ କମ୍ପାନୀ ଏୟାରଟେଲ ଏହାର…

୨୦୨୦ର ପ୍ରଥମ ତିନି ମାସରେ ୭ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡ଼ି ଓଡ଼ିଶାରେ ଜିଓ’ର ଜୟଯାତ୍ରା ଜାରି: ଟ୍ରାଇ ତଥ୍ୟ

ଜିଓ ଓଡିଶାରେ ୩୭.୫୫% ଗ୍ରାହକ ବଜାର ଅଂଶ ଏବଂ ମାର୍ଚ୍ଚରେ ୧.୯ ଲକ୍ଷ ଉପଭୋକ୍ତାଙ୍କ ସହିତ ନେତୃତ୍ୱ ସ୍ଥିତିକୁ ଆହୁରି ସୁଦୃଢ଼ କରିଛି: ଟ୍ରାଇ ତଥ୍ୟ ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ସଦ୍ୟ ପ୍ରକାଶିତ ମୋବାଇଲ୍ ଗ୍ରାହକ ତଥ୍ୟ ଅନୁଯାୟୀ ମାର୍ଚ୍ଚ ୨୦୨୦ରେ…