Latest Odisha News
Browsing Tag

Ajit Dash

ଅଜିତ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁୁବନେଶ୍ୱର: ଓଲିଉଡର ବର୍ଷିଆନ୍ ଅଭିନେତା ଅଜିତ ଦାଶଙ୍କ ଆଜି ପରଲୋକ ହୋଇଛି । ୭୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଜଣେ…

ମନେ ରହିବେ ହାକିମ ବାବୁ…

ଭୁବନେଶ୍ୱର: କିଏ କହୁଥିଲା ହାକିମ ବାବୁ ତ ଆଉ କିଏ ସରପଂଚ ବାବୁ । ଓଲିଉଡକୁ ଭେଟି ଦେଇଥିଲେ କପାଳ ଲିଖନ ଓ ସିନ୍ଦୁର ବିନ୍ଦୁ ଭଳି କାଳଜୟୀ ସିନେମା । ଜଣେ ମଂଚ ଅଭିନେତା, ନିର୍ଦ୍ଦେଶକ, ନାଟ୍ୟଗୁରୁ ଏବଂ ଜଣାଶୁଣା ଓଡ଼ିଆ ନାଟ୍ୟକାର ଅଜିତ ଦାଶ । ମଂଚ ଅଭିନୟ ଶିକ୍ଷାନୁଷ୍ଠାନ, ଅଭିନୟ ଜାଗୃତ…

ଓଲିଉଡର ବର୍ଷିୟାନ ଅଭିନେତା ଅଜିତ ଦାଶଙ୍କ ପରଲୋକ

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ଅଜିତ ଦାସ ଆଉ ନାହାଁନ୍ତି । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଆଜି ତାଙ୍କର ଦେହାନ୍ତ ହୋଇଛି । ୭୧ ବର୍ଷିୟ ଅଜିତ ଦାସ କିଛି ଦିନ ହେଲା କରୋନାରେ ଆକ୍ରାନ୍ତ ଥିଲେ । ଏଥିସହ ତାଙ୍କର ଅନ୍ୟାନ୍ୟ ରୋଗ ମଧ୍ୟ ଥିଲା । ହସପିଟାଲରେ ତାଙ୍କର ଚିକିତ୍ସା ଜାରି…

ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଲିଉଡର ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ରାତିରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କରୋନା ଟେଷ୍ଟ କରିବା ବେଳେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ…