ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଉଦାରତା । ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ…