Latest Odisha News

BREAKING NEWS

Browsing Tag

Akhandalamani Temple

ଆଖଣ୍ଡଳମଣି ମନ୍ଦିର ଗର୍ଭଗୃହରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଭଦ୍ରକ: ଲଗାଣ ବର୍ଷାରେ ଭଦ୍ରକ ଜିଲ୍ଲାରେ ବେହାଲ ସ୍ଥିତି। ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚର ପାଣି । ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡି ଯାଇଛି।  ଫଳରେ ମହାପ୍ରଭୁଙ୍କ ନୀତିକାନ୍ତୀରେ ବିଳମ୍ବ ହୋଇଛି। ମୋଟର ଚାଳିତ ପମ୍ପ ଦ୍ବାରା…

ଆଜିଠୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଭଦ୍ରକ: ଆଜିଠୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଛି ଭଦ୍ରକ ଜିଲ୍ଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ । କରୋନା କଟକଣାରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଆଖଣ୍ଡଳମଣି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ବ୍ୟାରିକେଡ୍ ବ୍ୟବସ୍ଥା କରିଛି । ମସସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା…

ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତଙ୍କୁ କରୋନା, ୧୭ ଯାଏ ମନ୍ଦିର ବନ୍ଦ

ଭଦ୍ରକ: ରାଜ୍ୟ ଭଳି ଭଦ୍ରକ ଜିଲ୍ଲାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଆଖଣ୍ଡଳମଣି ମନ୍ଦିରରେ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଆଜି ଦିନ ୧୨ଟାରୁ କେହି ମନ୍ଦିର…

ଆଜିଠୁ ଖୋଲିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଭଦ୍ରକ: ଦୀର୍ଘ ୯ ମାସ ପରେ ଖୋଲିଲା ଭଦ୍ରକର ପ୍ରସିଦ୍ଧ ଆରଡି ଆଖଣ୍ଡଳମଣି ମନ୍ଦିର । ଆଜି ଓ କାଲି ସେବାୟତ ଓ ତାଙ୍କ ପରିବାର ପ୍ରଭୁଙ୍କୁ ଦର୍ଶନ କରିବେ । ୩୦ ଓ ୩୧ରେ ନିକଟ ୪ଟି ପଞ୍ଚାୟତ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବେ । କୋଭିଡ୍ କଟକଣା ନିୟମ ମାନି…