Latest Odisha News

BREAKING NEWS

Browsing Tag

akshay kumar

ଅକ୍ଷୟ କୁମାରଙ୍କୁ କରୋନା, ହୋମ୍ କ୍ୱାରେଣ୍ଟାଇନରେ ଖିଲାଡି ଷ୍ଟାର

ମୁମ୍ବାଇ: କରୋନା କବଳରେ ମାୟାନଗରୀ । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି । ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ଅକ୍ଷୟ କୁମାର । ଆଜି ସକାଳୁ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଥିଲା । ଏହାପରେ ସେ…

ରାଜା ସୁହେଲଦେବ ଓ ଅକ୍ଷୟଙ୍କ ମଧ୍ୟରେ କ’ଣ ରହିଛି ସମ୍ପର୍କ ?

ମୁମ୍ବାଇ: ବଲିଉଡର ସବୁଠୁ ବ୍ୟସ୍ତ ସୁପରଷ୍ଟାର ଅକ୍ଷୟ କୁମାର । ପ୍ରତିବର୍ଷ ଏହି ଅଭିନେତାଙ୍କର ୪ରୁ ୫ଟି ଫିଲ୍ମ ରିଲିଜ ହୋଇଥାଏ । ନିକଟରେ ଫିଲ୍ମ ବେଲ୍ ବଟମ୍ ଓ ଅତରଙ୍ଗୀ ରେ ଫିଲ୍ମର ସୁଟିଂ ସାରିଥିଲେ । ତା ଛଡା ରାମ ସେତୁ, ରକ୍ଷାବନ୍ଧନ ଓ ପୃଥ୍ୱୀରାଜ ଭଳି ଫିଲ୍ମ ବି ତାଙ୍କ ହାତରେ ରହିଛି ।…

ମେସିନରେ ଟଙ୍କା ଗଣିବେ ଖିଲାଡି ଷ୍ଟାର, ଅକ୍ଷୟଙ୍କୁ ଉପହାର ଦେଲେ କପିଲ ଶର୍ମା

ମୁମ୍ବାଇ: ଏଣିକି ମେସିନରେ ଟଙ୍କା ଗଣିବେ ଖିଲାଡି ଷ୍ଟାର । ତାଙ୍କ ପାଖରେ ଏତେ ଟଙ୍କା ଅଛି ଯେ, ତାକୁ ସହଜରେ ଗଣି ହେବ ନାହିଁ । ତେଣୁ ଟଙ୍କା ଗଣିବାକୁ ଅକ୍ଷୟଙ୍କୁ ଏକ ମେସିନ ଦେଇଛନ୍ତି କମେଡି କିଙ୍ଗ କପିଲ ଶର୍ମା । କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ବି ଏହା ସତ । ଆଉ ଏହି ଘଟଣା ଘଟିଛି…

ଏହି ଦିନ ଧମାକା କରିବ ଅକ୍ଷୟଙ୍କ ‘ଲକ୍ଷ୍ମୀବମ୍‌’

ମୁମ୍ବାଇ: ଦୀପାବଳିରେ ଧମାକା କରିବ ଖିଲାଡି ଷ୍ଟାର ଅକ୍ଷୟଙ୍କ ‘ଲକ୍ଷ୍ମୀବମ୍‌’ । ନିଜ ପୁଅର ଜନ୍ମଦିନ ଅବସରରେ ପ୍ରଶଂସକଙ୍କୁ ଏହି ସ୍ପେଶାଲ ସରପ୍ରାଇଜ ଦେଇଛନ୍ତି ବଲିଉଡ ଅଭିନେତା ଅକ୍ଷୟ କୁମାର । ନିଜ ଇଂଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଅକ୍ଷୟ ତାଙ୍କ ଅପକମିଂ ଫିଲ୍ମ ‘ଲକ୍ଷ୍ମୀବମ୍‌’ର ରିଲିଜ…

ଆସୁଛି ଖିଲାଡି ଷ୍ଟାର ଅକ୍ଷୟଙ୍କ ନୂଆ ଫିଲ୍ମ !

ମୁମ୍ବାଇ: ଆଗାମୀ ଦିନରେ ଆସୁଛି ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ ରକ୍ଷା ବନ୍ଧନ । ଏ ନେଇ ଖୋଦ ଅକ୍କି ସୋସିଆଲ୍ ମିଡିଆରେ କନଫର୍ମ କରିଛନ୍ତି । ଏହି ଫିଲ୍ମଟିକୁ ସେ ନିଜ ଭଉଣୀ ଅଳକାଙ୍କୁ ଡେଡିକେଟ୍ କରିଛନ୍ତି । View this post on Instagram…

ଅକ୍ଷୟ କୁମାର ସର୍ବାଧିକ ଆୟ କରୁଥିବା ଅଭିନେତା

ମୁମ୍ବାଇ: ଫୋର୍ବସ ବିଶ୍ୱର ସବୁଠାରୁ ଅଧିକ ଟଙ୍କା ନେଉଥିବା ସେଲିବ୍ରିଟିଙ୍କ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ବିଶ୍ୱର ବହୁ ନାମୀଦାମୀ ଅଭିନେତା ସ୍ଥାନ ପାଇଥିବା ବେଳେ ଭାରତୀୟ ଅଭିନେତା ଭାବେ କେବଳ ଅକ୍ଷୟ କୁମାରଙ୍କ ନାଁ ସାମିଲ ହୋଇ ପାରିଛି । ମିଳିଥିବା ସୂଚନା ଅନୁଯାୟୀ…