Latest Odisha News

BREAKING NEWS

Browsing Tag

Akshaya Tritiya

ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଚାଷୀ ଭାଇଙ୍କୁ ଜଣାଇଲେ ଶୁଭେଚ୍ଛା

ଭୁୂୂବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମାଟି ମା’କୁ ପୂଜା କରି ଚଷା ପୁଅ ଅଖିମୁଠି ଅନୁକୂଳ କରିଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସଭିଙ୍କୁ…

ଆଜି ପବିତ୍ର ଅକ୍ଷୟ ତୃତୀୟା:ଅଖିମୁଠି ଅନୁକୂଳ କରିବ ଚଷା ପୁଅ

 ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଆ ଲକ୍ଷ୍ମୀ…

ପବିତ୍ର ଅକ୍ଷୟ ତୃତୀୟା: ଅଖି ମୁଠି ଅନୁକୂଳ କଲା ଚାଷୀ

ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟ । ଚାଷୀ ଭାଇଙ୍କ ପାଇଁ ଏକ ବଡ଼ ଦିନ । ଆଜିର ଦିନରେ ଚାଷ ଅନୁକୂଳ କରିଥାଏ ଚଷା ପୁଅ । ପରମ୍ପରା ଅନୁସାରେ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଅଖି ମୁଠି ଅନୁକୂଳ । ସକାଳୁ ସକାଳୁ ଗାଧୋଇ ନୂଆ ବସ୍ତ୍ର ପିନ୍ଧି ଧାନ ନେଇ ଚାଷ ଜମିକୁ ଯାଇ ଥାଆନ୍ତି ଚାଷୀ ଭାଇ…

ଅକ୍ଷୟ ତୃତୀୟା ଓ ଚନ୍ଦନଯାତ୍ରା ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରିବାକୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ

ପୁରୀ: କରୋନା ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକଡାଉନ ଜାରି ହୋଇଥିବାରୁ ଅକ୍ଷୟ ତୃତୀୟାରେ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରାଯିବ । ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ସାକ୍ଷାତ ଆଲୋଚନା ପରେ ଶଙ୍କରାଚାର୍ଯ୍ୟ ଉଭୟ ଅକ୍ଷୟ…