Latest Odisha News

BREAKING NEWS

Browsing Tag

Alert

ଟ୍ୱିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ଦିନ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହାସହିତ ରାଜ୍ୟର ୧୦ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହିତ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ…

ଓଡ଼ିଶାର ୮ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- କଟକ (କଟକ ସିଟି), ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼,…

ଏଥର ସଂକ୍ରମଣରେ ପଡିବ ଶିକୁଳି, କରୋନା ପାଇଁ ଓଡିଶା ଆଲର୍ଟ

ଭୁବନେଶ୍ୱର: ଓଡିଶା ଛାତିରେ ପଶିଲା ଛତିଶଗଡର ଛନକା । ମହାରାଷ୍ଟ୍ର , ଛତିଶଗଡ ଓ ଅନ୍ୟ ରାଜ୍ୟର ସଂକ୍ରମଣର ସ୍ପିଡ୍‌କୁ ଦେଖି ଓଡିଶାରେ ବ୍ରେକ୍ ଲଗାଇବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ । ରାଜ୍ୟ ସରକରା ପୁଣି ଜାରି କରିଛନ୍ତି କଟକଣା । ଏସ୍‌ଆରସି ଏକ ଚିଠିରେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୨୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରେ ପାଖାପାଖି ଅପରାହ୍ନ ୫ଟା…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ରହିଛି।…

କାଳବୈଶାଖୀ ଆଶଙ୍କା: କଟକ ସମେତ ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ନବରଙ୍ଗପୁର, ନୂଆପଡା,…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ରାତି ୭ଟା…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୨୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରେ ଦ୍ୱିପ୍ରହର ୩ଟା ରୁ…

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । କୋରାପୁଟ, ମାଲକାନଗିରି,…

କାଳବୈଶାଖୀ ଆଶଙ୍କା, ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର, ବରଗଡ, ଭଦ୍ରକ,…