ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୭ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୭ ଜିଲ୍ଲାରେ ସନ୍ଧ୍ୟା ୭ଟା…