ଝାରସୁଗୁଡ଼ା ପାଇଁ ସର୍ବଦଳୀୟ ବୈଠକ
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି। ଏପ୍ରିଲ ୧୩ ତାରିଖରେ ଗେଜେଟ୍ ନୋଟିଫିକେସନ୍ ପ୍ରକାଶ ପାଇବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ।
ଏପ୍ରିଲ…