Latest Odisha News

BREAKING NEWS

Browsing Tag

All Party Meeting

କରୋନା ସ୍ଥିତି ଓ ମୁକାବିଲା ନେଇ ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ଆଜି ବସୁଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ 5ଟାରେ ବୈଠକ ବସିବ । ବିଧାନସଭା କନଫରେନ୍ସ ହଲରେ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ହୋଇଛି । ଭର୍ଚୁଆଲରେ ବି ସାମିଲ ହୋଇପାରିବେ ଉଭୟ ସରକାରୀ ଓ…

ସର୍ବଦଳୀୟ ବୈଠକରେ ଦୁଇଟି ପ୍ରସ୍ତାବ ରଖିଲା ବିଜେଡି

ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଖୁବଶୀଘ୍ର କୋଭିଡ୍ ଟିକା ଆସିବା ନେଇ ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଦୁଇଟି ପ୍ରସ୍ତାବ ଦେଇଛ ବିଜେଡି । ଅଗ୍ରାଧିକାର ଭିତରେ ଓଡ଼ିଶାକୁ ପ୍ରଥାମିକତା ଦେବାକୁ ଦାବି ରଖିଛି ଦଳ । ସର୍ବଦଳୀୟ ବୈଠକରେ ଯୋଗ ଦେବା ପରେ ଏହି…

ବିଧାନସଭା ଶୀତ ଅଧିବେଶନ ପାଇଁ ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ସକାଳ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କୋଭିଡ୍ କଟକଣା ଭିତରେ କିଭଳି ଗୃହ କାର୍ୟ୍ୟ ସୁରୁଖୁରୁରେ ଚାଲିବ ସେନେଇ ସବୁ ଦଳ ସହଯୋଗ ଲୋଡ଼ିବେ ବାଚସ୍ପତି ।…

୧୮ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାରେ ଅନୁଷ୍ଠିତ ହେବ ଶୀତ ଅଧିବେଶନ । ତେବେ ଅଧିବେଶନ ପୂର୍ବରୁ ନଭେମ୍ବର ୧୮ରେ ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ । ୧୮ ତାରିଖରେ ସର୍ବଦଳୀୟ ବୈଠକ ଡକାଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଏହି ବୈଠକ ସକାଳ ୧୧ଟାରେ ବସିବ। ବିଧାନସଭା…

ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସେନାକୁ ସ୍ୱାଧୀନତା ଦିଆଯାଇଛି: ମୋଦି

ନୂଆଦିଲ୍ଲୀ: ଲଦାଖ୍ ଗଲୱାନ ଘାଟିରେ ଭାରତୀୟ ଓ ଚୀନ ସେନା ମୁହାଁମୁହିଁ ସଂଘର୍ଷ ପ୍ରସଙ୍ଗରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ପରେ ଭାରତୀୟ ସେନାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସ୍ୱାଧୀନତା ଦିଆଯାଇଥିଲା ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି । ଭାରତର ୨୦ ଜଣ ବୀର ଯୋଦ୍ଧା ବଳିଦାନ ଦେଇଥିଲେ…

ସର୍ବଦଳୀୟ ବୈଠକ: ସବୁ ସ୍ଥିତିରେ ମୁକାବିଲା କରିବାକୁ ସେନା ପ୍ରସ୍ତୁତ

ନୂଆଦିଲ୍ଳୀ: ଯେକୌଣସି ପରିସ୍ଥିତିରେ ମଧ୍ୟ ମୁକାବିଲା କରିବାକୁ ସେନା ପ୍ରସ୍ତୁତ । ଆଜି ବସିଥିବା ସର୍ବଦଳୀୟ ବୈଠକରେ କିଛି ଏଭଳି ବୟାନ ରଖିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଭାରତୀ ଓ ଚୀନ୍ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳ ବର୍ତ୍ତମାନ ସ୍ଥିତି ସମ୍ପର୍କରେ ସେ ରାଜନୈତିକ…

ସର୍ବଦଳୀୟ ବୈଠକ: ଭାରତ-ଚୀନ୍ ବିବାଦକୁ ନେଇ ଚାଲିଛି ଆଲୋଚନା

ନୂଆଦିଲ୍ଲୀ: ଭାରତ ଚୀନ୍ ସୀମା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଯାଇଛି । ବୈଠକରେ । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଅଛନ୍ତି । ବୈଠକ…

ମୋଦିଙ୍କ ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ସାଂସଦ ପିନାକୀ ମିଶ୍ର । ଗତ ୧୬ ତାରିଖ ରାତିରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ୨୦ ଜଣ ଭାରତୀୟ ଯବାନ ସହିଦ…

ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ଭର୍ଚୁଆଲ ବୈଠକ ହେବ । ସବୁ ଦଳର ସଭାପତିମାନେ ଏହି ବୈଠକରେ ଯୋଗ ଦେବେ । ସୀମା ଲାଗି ରହିଥିବା ଅଶାନ୍ତିର ସମାଧାନ ନେଇ ଏଥିରେ…

ଶୁକ୍ରବାର ଚୀନ ମାମଲାରେ ସର୍ବଦଳୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି । ପୂର୍ବ ଲଦାଖରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ଗତକାଲି ୨୦ ଜଣ ଯବାନ ସହିଦ ହୋଇଥିବା ଘଟଣା ନେଇ ଆଲୋଚନା ହେବ । ଶୁକ୍ରବାର ଅପରାହ୍ନ ୫ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ଦଳର…