ଶଶୂର ନାଁରେ ସଙ୍ଗୀନ ଅଭିଯୋଗ ଆଣିଲା ବୋହୂ
କଟକ : ନ୍ୟାୟ ପାଇବା ପାଇଁ ସ୍ୱାମୀ ଘର ଆଗରେ ଧାରଣାରେ ବସିଲେ ମହିଳା । ସ୍ବାମୀ ନଥିବା ସମୟରେ ଶଶୂର ଦେଉଥିଲା ନିର୍ଯାତନା । ବୋହୂକୁ ନିଜର କରିବାକୁ ଚଳାଇଥିଲା ପ୍ରୟାସ । ଏଭଳି ସଙ୍ଗୀନ ଅଭିଯୋଗ ଆଣିଛି ଜଣେ ବୋହୂ । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ମାଛୁଆତି ଗାଁର ସନାତନ…