Latest Odisha News

BREAKING NEWS

Browsing Tag

alligation

ଶଶୂର ନାଁରେ ସଙ୍ଗୀନ ଅଭିଯୋଗ ଆଣିଲା ବୋହୂ

କଟକ : ନ୍ୟାୟ ପାଇବା ପାଇଁ ସ୍ୱାମୀ ଘର ଆଗରେ ଧାରଣାରେ ବସିଲେ ମହିଳା । ସ୍ବାମୀ ନଥିବା ସମୟରେ ଶଶୂର ଦେଉଥିଲା ନିର୍ଯାତନା । ବୋହୂକୁ ନିଜର କରିବାକୁ ଚଳାଇଥିଲା ପ୍ରୟାସ  । ଏଭଳି ସଙ୍ଗୀନ ଅଭିଯୋଗ ଆଣିଛି ଜଣେ ବୋହୂ । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ମାଛୁଆତି ଗାଁର ସନାତନ…

କରୋନା ପରିଚାଳନାରେ ପଶ୍ଚିମ ଓଡିଶାକୁ ଅଣଦେଖା ଅଭିଯୋଗ

ଭୁବନେଶ୍ୱର: କରୋନା ପରିଚାଳନା କ୍ଷେତ୍ରରେ ପଶ୍ଚିମ ଓଡିଶାକୁ ଅଣଦେଖା କରାଯାଉଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେ କହିଛନ୍ତି, ପଶ୍ଚିମ ଓଡିଶାରେ ସ୍ଥିତି ସାଂଘାତିକ ହେଲାଣି । ଆଗ ଅପେକ୍ଷା ବର୍ତ୍ତମାନ ବହୁ ସଂଖ୍ୟାରେ ସଂକ୍ରମିତ ଏହି ଜିଲ୍ଲାରୁ ଆସୁଛି। ହେଲେ…

ମାସ୍କ, ପିପିଇ କିଟ୍ ଭଳି ମୋବାଇଲ କିଣାରେ ଦୁର୍ନୀତି ହୋଇଛି : ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ନେଇ ବାରମ୍ବାର ଅଭିଯୋଗ ଆଣିବା ପରେ ଆଜି ମୋବାଇଲ କିଣାରେ ବି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ରାଜ୍ୟ କଂଗ୍ରେସ । କେନ୍ଦ୍ର ସରକାର ପ୍ରଦାନ କରିଥିବା ସ୍ପେଶିଫିକେସନ୍‌କୁ ବଦଳାଇ ରାଜ୍ୟ ସରକାର ମୋବାଇଲ କିଣିଛନ୍ତି ବୋଲି ସାମ୍ବାଦିକ…

ବିବାଦରେ ରାପର୍ ବାଦଶାହ, ଫ୍ରାନ୍ସରୁ ଆସିଲା କପି ରାଇଟ୍ ଉଲ୍ଲଙ୍ଘନ ଅଭିଯୋଗ !

ମୁମ୍ବାଇ: ଧୁମ ମଚାଇଛି ବାଦଶାହ ଓ ଜ୍ୟାକ୍‌ଲିନ୍‌ଙ୍କ ଲେଟେଷ୍ଟ ଟ୍ରାକ୍ ଗେଣ୍ଡା ଫୁଲ୍ । ବେଙ୍ଗଲି-ପଂଜାବୀ ଫ୍ୟୁଜନ୍‌ରେ ଏହି ରିମିକ୍ସ ଗୀତଟି ୟୁଟ୍ୟୁବ୍‌ରେ ଟ୍ରେଣ୍ଡ୍ ସେଟର୍ ପାଲଟିଛି । ସୋସିଆଲ୍ ମିଡିଆରେ ଭିୟର୍ସିପ ହାସଲ କରିଥିବା ଏହି ଗୀତଟି ଏବେ କପି ରାଇଟ୍ ମାମଲାରେ ବିବାଦକୁ ଆସିଛି ।…