ଅମରିନ୍ଦର ସିଂ କରୋନା ପଜିଟିଭ
ନୂଆଦିଲ୍ଲୀ: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇଛନ୍ତି।
ସେ ଏକ ଟୁଇଟ୍ ଜରିଆରେ କହିଛନ୍ତି ଯେ, "ତାଙ୍କର କରୋନାର ସାମାନ୍ୟ ଲକ୍ଷଣ ରହିଛି। ସେ କ୍ବାରେଣ୍ଟାଇନ୍ରେ ଅଛନ୍ତି। ଏହାସହିତ ତାଙ୍କ…