ପ୍ରେମିକା ଲରେନଙ୍କୁ ବାହାହେବେ ଆମାଜନର ମାଲିକ, ଖର୍ଚ୍ଚ ହେବ ୫ହଜାର କୋଟି
ନୂଆଦିଲ୍ଲୀ: ବିଶ୍ୱର ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ତଥା ଆମାଜନର ପ୍ରତିଷ୍ଠାତା କୋଟିପତି 60 ବର୍ଷୀୟ ଜେଫ୍ ବେଜୋସ୍ ଖୁବ୍ ଶୀଘ୍ର ତାଙ୍କ ପ୍ରେମିକା 55 ବର୍ଷୀୟ ଲରେନ୍ ସାଞ୍ଚେଜଙ୍କ ସହ ବିବାହ କରିବାକୁ ଯାଉଛନ୍ତି । ଏହି ବିବାହ କଲୋରାଡୋର ଆସ୍ପେନରେ ଅନୁଷ୍ଠିତ ହେବ । ସୂତ୍ରରୁ ଜଣାପଡିଛି…