ଆସିଲା ଫୋର୍ବସ ଧନୀ ତାଲିକା, ପ୍ରଥମରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ, ଷଷ୍ଠରେ ମୁକେଶ ଅମ୍ବାନୀ
ନୂଆଦିଲ୍ଲୀ: ଆସିଲା ଫୋର୍ବସର ବିଶ୍ୱ ଧନୀ ତାଲିକା । ତେବେ ଚଳିତଥର ମଧ୍ୟ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ । ତାଙ୍କର ମୋଟ ସମ୍ପତ୍ତି ପରିମାଣ ୧୮୮.୩ ବିଲିୟନ ଡଲାର ରହିଛି ।
୨ୟ ସ୍ଥାନରେ ଅଛନ୍ତି ବର୍ନାଡ ଆର୍ନଲ୍ଟ, ତାଙ୍କର ମୋଟ ସମ୍ପତ୍ତିର ପରିମାଣ ୧୧୪.୫…