ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଘରୋଇ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଆତଙ୍କରାଜ, ବୁଲିଲା କଟୁରୀ
ବାଲେଶ୍ୱର: ସରକାରୀ ୧୦୮ ଆମ୍ବୁଲାନ୍ସ ଉପରେ ଘରୋଇ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଆକ୍ରୋଶ । ଆଜି ବାଲେଶ୍ୱର ମୁଖ୍ୟ ଚିକତ୍ସାଳୟ ପରିସରରେ ଜଣେ ଘରୋଇ ଆମ୍ବୁଲାନ୍ସ ଚାଳକ ଧାରୁଆ ଅସ୍ତ୍ରରେ ଆକ୍ରମଣ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି ।
ମିଳିଥିବା ସୂଚନା ଅନୁଯାୟୀ ଆଜି ସଂଧ୍ୟାରେ ରୋଗୀଙ୍କୁ…