Latest Odisha News
Browsing Tag

AMIT ROHITDAS JOINED AS SPORTS OFFICER OF EAST COAST RAILWAY

ପୂର୍ବତଟ ରେଳବାଇର ବରିଷ୍ଠ କ୍ରୀଡ଼ା ଅଧିକାରୀ ହେଲେ ଅମିତ ରୋହିଦାସ

ଭୁବନେଶ୍ବର : ପୂର୍ବତଟ ରେଳପଥର ବରିଷ୍ଠ କ୍ରୀଡ଼ା ଅଧିକାରୀ ଭାବେ ଯୋଗ ଦେଲେ ଓଡ଼ିଆ ଅଲମ୍ପିଆନ ହକି ଖେଳାଳି ଅମିତ ରୋହିଦାସ । ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ପରାସ୍ତ କରି କାଂସ୍ୟ ପଦକ ଜିତିଛି ଭାରତୀୟ ଜାତୀୟ ପୁରୁଷ ହକି ଦଳ । ଏହି ଅଭିଯାନରେ ଭାରତୀୟ ଦଳର ଡିଫେଣ୍ଡର ଅମିତ ରୋହିଦାସ…