Latest Odisha News

BREAKING NEWS

Browsing Tag

Amit Saha

ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଜରୁରୀ ବୈଠକ ଡାକାଇଲେ ଗୃହମନ୍ତ୍ରୀ

ନୂଆଦିଲ୍ଳୀ: ରାଜଧାନୀ ଦିଲ୍ଲୀରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । କରୋନାର ସେଠାରେ ତୃତୀୟ ପର୍ଯ୍ୟାୟ ଲହର ଚାଲିଛି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଭଳି ସ୍ଥିତିରେ ଗୃହମନ୍ତ୍ରୀ ଅମିତ ଶାହା ଆଜି ଜରୁରୀ ବୈଠକ ଡକାଇଛନ୍ତି । ଏଥିରେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ…

ଓଡ଼ିଶାକୁ ଅମ୍ଫନ ସହାୟତା: ୧୨୮ କୋଟିର ଅତିରିକ୍ତ ସହାୟତା ଘୋଷଣା କଲା କେନ୍ଦ୍ର

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ପ୍ରଭାବିତ ଓଡ଼ିଶା ସମେତ ୬ ରାଜ୍ୟକୁ କେନ୍ଦ୍ର ସରକାର ସହାୟତା ଘୋଷଣା କରିଛନ୍ତି । ବାତ୍ୟା ଅମ୍ଫନ ପାଇଁ ଓଡ଼ିଶାକୁ ୧୨୮ କୋଟି ଟଙ୍କାର ଅତିରିକ୍ତ ସହାୟତା ପ୍ରଦାନ କରାଯିବ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଏହାକୁ…

ପଶ୍ଚିମବଙ୍ଗରେ ଶାହାଙ୍କ ‘ଲଞ୍ଚ୍ ଡିପ୍ଲୋମେସି’, ଚିହିଁକି ଉଠିଲେ ମମତା

କୋଲକାତା: ଆସନ୍ତାବର୍ଷ ହେବ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ତେବେ ଏହା ପୂର୍ବରୁ ସେଠାରେ ରାଜନୀତି ଜୋର ଧରିଛି । ରାଜନୈତିକ ଦଳ ଗୁଡିକ ଏବେଠାରୁ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ଏହି କ୍ରମରେ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନ; ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅମିତ ଶାହଙ୍କ ଜନ୍ମଦିନ। ଆଜି ୫୬ ବର୍ଷରେ ପାଦ ଥାପିଛନ୍ତି ଶାହ। ଜନ୍ମଦିନ ଅବସର​ରେ ତାଙ୍କୁ ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୀୟୁଷ ଗୋଏଲ, ନିତିନ ଗଡ଼କରି ଓ ଯୋଗୀ ଆଦିତ୍ୟନାଥଙ୍କ…

ଅମିତ ଶାହା ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ପୁଣି ଅସୁସ୍ଥ । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ସେ ଏମ୍ସରେ ଭର୍ତ୍ତି ହୋଇଥିବା ସୂଚନା । ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସ ରେ ଭର୍ତ୍ତି ହୋଇଛନ୍ତି ଶାହା। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା…

ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ-ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ସଂକ୍ରମିତ ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିଛନ୍ତି । ଏଥିସହ ତାଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏନେଇ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା…

ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक…

ଏଥର ସାବାଡ କରିବ ‘ସ୍ପେଶାଲ ୪୪’

ନୂଆଦିଲ୍ଲୀ; ଆତଙ୍କୀ ଗତିବିଧିରେ ସାମିଲ ଥିବା ବ୍ୟକ୍ତିଙ୍କ ସାବାଡ କରିବା ପାଇଁ କେନ୍ଦ୍ର ସରକାର ବଡ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତି ଚଳାଇଛନ୍ତି।ୟୁଏପିଏ ସଂଶୋଧନ ବିଧେୟକର ନୂତନ ଆଇନ ଆଧାରରେ ରୁଜୁ ମାମଲା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ନୂତନ ଟିମ୍ ଗଠନ କରିଛନ୍ତି। ଏହି…

ଦିଲ୍ଲୀରେ ତିଆରି ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର

ନୂଆଦିଲ୍ଲୀ: ଦିଲ୍ଲୀରେ ତିଆରି ହୋଇଛି ବିଶ୍ୱର ସବୁଠାରୁ ବଡ କୋଭିଡ ସେଣ୍ଟର । ଦିଲ୍ଲୀର ଛତରପୁର ଅଞ୍ଚଳରେ ରାଧା ସ୍ୱାମୀ ସତସଙ୍ଗ ବେସ୍ କ୍ୟାମ୍ପରେ ୧୦ ହଜାର ଶଯ୍ୟା ବିଶିଷ୍ଟ କରୋନା ସେଂଟର ତିଆରି କରାଯାଇଛି । ଏହାକୁ ଦିଲ୍ଲୀ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।…

ରାହୁଲ ଗାନ୍ଧୀ ହୀନ ରାଜନୀତି କରୁଛନ୍ତି: ଶାହା

ନୂଆଦିଲ୍ଲୀ: ଭାରତ-ଚୀନ୍ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ ଚୀନ୍ ପ୍ରସଙ୍ଗରେ ଯେଉଁ ମତ ରଖୁଛନ୍ତି ତାହା ହୀନ ରାଜନୀତି । ରାହୁଲଙ୍କୁ ଯାହା କହିବାର ଅଛି ସେ ସଂସଦରେ କୁହନ୍ତୁ । ଦେଶର ଯବାନ ଏବେ ଚୀନ୍‌ର ସାମ୍ନା…