ଶାହା କହିଲେ ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶ୍ରୁତି
ଭୁବନେଶ୍ୱର: ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶୃତି । ଏହି ପ୍ରତିଶୃତିକୁ ପୂରଣ କରିବାକୁ କେନ୍ଦ୍ର ସରକାର କାର୍ୟ୍ୟ କରିୁଛନ୍ତି । ମୋଦୀ ବିଶ୍ୱରେ ଭାରତର ଗୌରବକୁ ବଢ଼ାଇଛନ୍ତି । ମୋଦୀ ଏପରି ନେତା ଯାହା କୁହନ୍ତି, ତାହା କରନ୍ତି । କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାରର ୨ୟ ପାଳିର…