Latest Odisha News

BREAKING NEWS

Browsing Tag

Anaconda

ନନ୍ଦନକାନନରେ ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନରେ ଆଜି ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି । ଗତ ବର୍ଷ ଅକ୍ଟୋବରରେ ଚେନ୍ନାଇ ଚିଡିଆଖାନାରୁ ୮ଟି ହଳଦିଆ ଆନାକୋଣ୍ଡା ଆସିଥିବା ବେଳେ ସେ ମଧ୍ୟରୁ ଏ ଯାଏଁ ତିନିଟିର ମୃତ୍ୟୁ ହୋଇସାରିଛି ।

ନନ୍ଦନକାନନରେ ପୁଣି ଏକ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୨ ଦିନତଳେ ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଥିବା ବେଳେ ଶନିବାର ଦିନ ପୁଣି ଆଉ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଏହାବ୍ୟତିତ ଅନ୍ୟ ୩ଟି ଆନାକୋଣ୍ଡାର ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ନେଇ ପ୍ରାଣୀ ଉଦ୍ୟାନ୍…

ନନ୍ଦନକାନନରେ ଏକ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ଅପରାହ୍ନରେ ଏକ ଆନାକୋଣ୍ଡାର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ନନ୍ଦନକାନନ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଶୁକ୍ରବାର ମୃତ ଆନାକୋଣ୍ଡା ଶରୀରର ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡିବ ।…