ପଟ୍ଟିଦିଅଁ ବା ଅଣସର ପଟି
ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର”
ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣମୀଠାରୁ ନବଯୌବନ ଦର୍ଶନ (ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବଦିନ) ପର୍ଯ୍ୟନ୍ତ ପ୍ରାୟ ପନ୍ଦରଦିନ ଚତୁର୍ଦ୍ଧାମୂର୍ତ୍ତି ଅଣସରରେ ରହନ୍ତି । ଏ ସମୟରେ ଠାକୁରମାନଙ୍କୁ ଜଗମୋହନରେ ଅସ୍ଥାୟୀ ଭାବେ…