ଚକ ଯା’ ଗଡ଼ି ଯା
ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର”
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶ୍ରୀଜୀଉମାନଙ୍କ ଯାତ୍ରା ନିମନ୍ତେ ଉଦ୍ଦିଷ୍ଟ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ନାମରେ ଅନୁସୃଜିତ ତିନିଗୋଟି ସୁଦୃଶ୍ୟ ରଥ ମୁଖ୍ୟ ଆକର୍ଷଣ ଭାବେ ପରିଗଣିତ ।…