[ଦେଖନ୍ତୁ ଭିଡିଓ] ପୁରୀ ବେଳାଭୂମିରୁ ଉଦ୍ଧାର ହେଲା ଶିବଶକ୍ତି
ପୁରୀ : ପୁରୀ ବେଳାଭୂମିରେ ଶିବଲିଙ୍ଗ ଶକ୍ତି । ହଠାତ୍ କେଉଁଠାରୁ ଭାସିଆସିଛି ଏହି ଶକ୍ତି । ସମୁଦ୍ରର ଢେଉରେ ଭାସି ଭାସି ଆସି କୂଳରେ ଲାଗିଛି । ଏହି ଦୃଶ୍ୟ ଦେଖିବାକୁ ଲୋକଙ୍କ ମନରେ ଅନେକ କୌତୁହଳ। ପ୍ରାଚୀ ହୋଟେଲ ନିକଟ ସମୁଦ୍ରରୁ ସ୍ଥାନୀୟ ମତ୍ସ୍ୟଜୀବ ମାନେ ଉଦ୍ଧାର କରିଛନ୍ତି ଏହି…