Latest Odisha News

BREAKING NEWS

Browsing Tag

Andaman Sea

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

୨୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର: ଅକ୍ଟୋବରରେ ଲଘୁଚାପର ଲମ୍ବା ଲାଇନ୍ । ଗୋଟିଏ ଗଲା, ଆଉ ଗୋଟିଏ ଆସୁଛି । ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର । ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ନେଇ ପୂର୍ବାନୁମାନ…

ପୁଣି ୧୪ରେ ଲଘୁଚାପ ସମ୍ଭାବନା, ଅକ୍ଟୋବରେ ଏମିତି କାହିଁକି ?

ଭୁବନେଶ୍ୱର: ଅକ୍ଟୋବର ମାସରେ ଦାନା ବାନ୍ଧୁଛି ଗୋଟିଏ ପରେ ଗୋଟିଏ ଲଘୁଚାପ କ୍ଷେତ୍ର । ଗୋଟିଏ ନଯାଉଣୁ ଆଉ ଗୋଟିଏ ଆସୁଛି । ଗତକାଲି ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଆସନ୍ତା ୧୪ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି…

ଗୋଟିଏ ନଯାଉଣୁ ଆଉ ଗୋଟିଏ, ୯ ତାରିଖରେ ପୁଣି ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଗୋଟିଏ ନଯାଉଣୁ ଆଉ ଗୋଟିଏ ଲଘୁଚାପ ନେଇ ପୂର୍ବାନୁମାନ । ଆସନ୍ତା ୯ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । A fresh…