Latest Odisha News
Browsing Tag

Andhra pradesh

ଅନ୍ଧବିଶ୍ୱାସର କୁପରିଣତି…ଆନ୍ଧ୍ର ମଦନାପଲ୍ଲୀରେ ଦୁଇ ଝିଅଙ୍କୁ ଚିରନିଦ୍ରାରେ ଶୁଆଇ ଦେଲେ ବାପା ମାଆ

ଚିତୋର: ଆନ୍ଧ୍ରପ୍ରଦେଶ ମଦନାପଲ୍ଲୀ ଉପକଣ୍ଠ ଶିବ ନଗରରେ ଦୁଇ ଝିଅଙ୍କୁ ବାପା ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଠାକୁରଙ୍କ ନିକଟରୁ ପାଇଥିବା ହୁକୁମ ଅନୁସାରେ ଝିଅମାନଙ୍କୁ ବଳି ଦେଇଥିବା ସେମାନେ କହିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ,…

ଆନ୍ଧ୍ରପ୍ରଦେଶରେ ୧୪୯ ଦିନରେ ଦୁଇ ଲକ୍ଷ ଟପିଲା କରୋନା କେସ୍

ଆନ୍ଧ୍ରପ୍ରଦେଶରେ କାୟା ମେଲାଇ ଚାଲିଛି କରୋନା । ପ୍ରତିଦିନ ୧୦ ହଜାର ଉପରେ ବାହାରୁଛି ପଜିଟିଭ୍ କେସ୍ । ଆଜି ଚିହ୍ନଟ ହୋଇଛନ୍ତି ଆଉ ୧୦ ହଜାର ୮୨୦ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଆନ୍ଧ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୨୭ ହଜାରକୁ ବୃଦ୍ଧି ପାଇଛି । ସଂକ୍ରମଣ ସହ…

ଜୀବନ ନେଲା ସାନିଟାଇଜର …

ଅମରାବତୀ: ଲକ୍‌ଡାଉନ ବେଳେ ମଦ ନ ପାଇ ସାନିଟାଇଜର ପିଇ ୯ ଜଣଙ୍କର ମୃତ୍ୟୁ । ଏଭଳି ଘଟଣା ଘଟିଛି ଆନ୍ଧ୍ରପ୍ରଦେଶ ପ୍ରକାଶମ୍ ଜିଲ୍ଲାର କରିଛେଦୁ ମଣ୍ଡଳ ଅଞ୍ଚଳରେ । ଗତକାଲି ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଛଅ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଲକ୍ ଡାଉନ ଯୋଗୁଁ…

ଆନ୍ଧ୍ରପ୍ରଦେଶରେ ସଡକ ଦୁର୍ଘଟଣା; ଚାଲିଗଲା ୬ ଓଡିଆଙ୍କ ଜୀବନ

ବିଶାଖଶପାଟଣା/ବ୍ରହ୍ମପୁର: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କୋତପଲ୍ଲୀ ଗ୍ରାମ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗୋଟିଏ ଓଡିଆ ପରିବାରର ୬ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ ଗଞ୍ଜାମ ଜିଲ୍ଲା ପାତ୍ରପୁରର ଗୋଟିଏ ପରିବାରର ସମସ୍ତ ସଦସ୍ୟ…