ବଦଳିଲା ଅଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କ ବୟସ ଏବଂ ଶିକ୍ଷାଗତ ଯୋଗ୍ୟତାର ମାନଦଣ୍ଡ
ଭୁବନେଶ୍ୱର: ଅଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କ ପାଇଁ ବଦଳିଲା ବୟସ ଏବଂ ଶିକ୍ଷାଗତ ଯୋଗ୍ୟତାର ମାନଦଣ୍ଡ।ଏଣିକି ସର୍ବନିମ୍ନ ଦ୍ବାଦଶ ଉତ୍ତୀର୍ଣ୍ଣ ନ ହେଲେ କରିପାରିବନି ଏହି ଚାକିରୀ । ବୟସସୀମା ବି ଧାର୍ଯ୍ୟ କରିଛନ୍ତି ସରକାର । ପୋଷଣ ୨.୦ ଏବଂ ସକ୍ଷମ ଅଙ୍ଗନବାଡି ନିୟମାବଳୀ ଅନୁଯାୟୀ ଏହି…