Latest Odisha News

BREAKING NEWS

Browsing Tag

Anganwadi Workers

ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହ ଯାଏ ଅଙ୍ଗନୱାଡ଼ି କର୍ମୀଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର: ୮ ଦଫା ଦାବି ନେଇ ଅଙ୍ଗନୱାଡ଼ି କର୍ମୀ ୪୫ ଦିନ ଧରି ଜାରି ରଖିଥିବା ଆନ୍ଦୋଳନକୁ ସାମୟିକ ସ୍ଥଗିତ ରଖିଛନ୍ତି । ଫେବ୍ରୁଆରୀ ୧୫ ପର୍ଯ୍ୟନ୍ତ ଅଙ୍ଗନୱାଡ଼ି କର୍ମୀଙ୍କ ଆନ୍ଦୋଳନ ସ୍ଥଗିତ ନେଇ ଅଙ୍ଗନୱାଡ଼ି କର୍ମୀ ସଂଘ ସଭାନେତ୍ରୀ ସୂଚନା ଦେଇଛନ୍ତି । ଆଜି ହଜାର ହଜାର ଅଙ୍ଗନୱାଡ଼ି…

୪୫ ଦିନରେ ଅଙ୍ଗନୱାଡ଼ି ଦିଦିଙ୍କ ଆନ୍ଦୋଳନ, ଦାବି ନ ଶୁଣିଲେ ହକି ବେଳେ ରାଜପଥ ଅବରୋଧ ଧମକ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ଆରମ୍ଭ ସମୟରୁ ଲୋୟର ପିଏମଜିରେ ଅଙ୍ଗନୱାଡ଼ି ଦିଦି ଧାରଣାରେ ବସିଛନ୍ତି । ୪୫ ରାତି ଲୋୟର ପିଏମଜିର ଖୋଲା ଆକାଶ ତଳେ କାଟିବା ପରେ ଆଜି ଅଙ୍ଗନୱାଡ଼ି କର୍ମଚାରୀ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଲୋୟର ପିଏମଜିରୁ ବାହାରି ନବୀନ ନିବାସ ଅଭିମୁଖେ…

ଅନୁଗୁଳ ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଅଙ୍ଗନବାଡି କର୍ମୀ: ସରକାରୀ ମାନ୍ୟତା ସହ ମାସିକ ଦରମା ୧୮ ହଜାର ଟଙ୍କା ଦାବି

ଅନୁଗୁଳ: ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଅନୁଗୋଳ ଜିଲ୍ଲା ଅଙ୍ଗନବାଡି କର୍ମୀ । ସରକାରୀ ମାନ୍ୟତା ସହ ମାସିକ ଦରମା ୧୮ ହଜାର ଟଙ୍କା ଦାବି କରିଛନ୍ତି ଅଙ୍ଗନବାଡି କର୍ମୀ । ଅଲ୍ ଓଡିଶା ଅଙ୍ଗନବାଡି ଲେଡିଜ୍‌ ୱାର୍କରସ ଆସୋସିଏସନ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରି ବିକ୍ଷୋଭ…