ସାଲେପୁରରେ ଗ୍ୟାସ ଟାଙ୍କି ଫାଟି ଜଳିଗଲା ଅଙ୍ଗନବାଡି
ସାଲେପୁର : ସାଲେପୁରରେ ଅଭାବନୀୟ ଘଟଣା । ଗ୍ୟାସ ଟାଙ୍କି ଫାଟିଯିବାରୁ ହଠାତ୍ ନିଆଁ ଲାଗିଯାଇଥିଲା । ଅଙ୍ଗନବାଡିରୁ ପ୍ରଚୁରମାତ୍ରାରେ ଧୂଆଁ ବାହାରିଥିଲା । ମାହାଙ୍ଗା ଲଳିତଗିରି ଗାଁ ଅଙ୍ଗନବାଡି କେନ୍ଦ୍ରରେ ଏଭଳି ଅଘଟଣ ଦେଖିବାକୁ ମିଳିଛି । ପାଚିକା ରୋଷେଇ କଲା ବେଳେ ହଠାତ୍ ନିଆଁ…