Latest Odisha News

BREAKING NEWS

Browsing Tag

Angul

ବାଣ ଭିଡୁଥିବା ବେଳେ ବିସ୍ଫୋରଣରେ ଜଣେ ମୃତ, ୩ ଜଣ ଗୁରୁତର  

ଅନୁଗୁଳ: ଦୀପାବଳି ପୂର୍ବରୁ ଅଘଟଣ । ବାଣ ଭିଡ଼ିବା ବେଳେ ଚାଲିଗଲା ଜୀବନ । ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗାଁରେ ବାଣ ତିଆରି ବେଳେ ବିସ୍ଫୋରଣ ଘଟିଛି । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ସେହି ଗାଁର ତ୍ରିପୁର…

ଦନ୍ତାଙ୍କ ପାଇଁ କାଳ ଜଙ୍ଗଲରେ ଶିକାରୀ ବିଛାଉଥିବା ବିଦ୍ୟୁତ୍ ତାର

ଅନୁଗୁଳ: ଦୁଇ ଦିନରେ ଆଖି ବୁଜିଲେଣି ଦୁଇ ଦୁଇଟି ଦନ୍ତା । ଜଙ୍ଗଲରେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ଆଉ ଏକ ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀର ମୃତଦେହ ମିଳିଛି । ଗାଁ ଲୋକଙ୍କ ଠାରୁ ଖବର ପାଇଁ ବନ ବିଭାଗ ତଦନ୍ତ ଆରମ୍ଭ କରିଥିବା…

ଜଙ୍ଗଲରୁ ମିଳିଲା ହାତୀ କଙ୍କାଳ, ମୃତ୍ୟୁର କାରଣ ଅସ୍ପଷ୍ଟ

ଅନୁଗୁଳ: ପୁଣି ହାତୀ ମୃତ୍ୟୁ । ଜଙ୍ଗଲ ଭିତରେ ଏକ ହାତୀର କଙ୍କାଳ ଠାବ ହୋଇଛି । ଅନୁଗୁଳ ବନଖଣ୍ଡ ଫୁପୁଣ୍ଡା ଜଙ୍ଗଲର କମ୍ପାର୍ଟମେଣ୍ଟ ୨ ଅଞ୍ଚଳରୁ ଏକ ହାତୀର କଙ୍କାଳ ମିଳିଛି । ହାତୀ କଙ୍କଳା ପଡ଼ିଥିବା ଦେଖିଥିଲେ ୱାଚର । ଏନେଇ ୱାଚର ବନ ବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ…

ପ୍ରେମିକ ଘର ଆଗରେ ଧାରଣାରେ ପ୍ରେମିକା

ଅନୁଗୁଳ: ପ୍ରେମ ସମ୍ପର୍କ ରଖିବା ପରେ ବାହା ହେବାକୁ ପ୍ରେମିକ ମନା କଲା ପରେ ଧାରଣା ଦେଇଛି ପ୍ରେମିକା । ରାତି ଅଧରୁ ପ୍ରେମିକ ଘର ଆଗରେ ପ୍ରେମିକା ଧାରଣାରେ ବସିଛି । ଅନୁଗୁଳ ଜିଲ୍ଲା ଛେଣ୍ଡିପାଦ ଥାନା କଣଲୋଇ ଗାଁର ପ୍ରଶାନ୍ତ ମାଝୀଙ୍କ ସହ କିଶୋରନଗର ଥାନା ଉରୁକୁଳା ଅଞ୍ଚଳର ଟୁନି…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ

ଅନୁଗୁଳ: ମାଟି ଅତଡା ଖସିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଧଉରାଖମଣ ନିକଟରେ ଏହି ଘଟଣା ଘଟିଛି । ସୂଚନା ଅନୁସାରେ ଛେଣ୍ଡିପଦା ବ୍ଲକରେ ନାଗାର୍ଜୁନ କମ୍ପାନୀ ପକ୍ଷରୁ ମେଗା ପାନୀୟ ଜଳ ପ୍ରକଳ୍ପ ନିମନ୍ତେ ଛେଣ୍ଡିପଦାରୁ…

ବ୍ରାହ୍ମଣୀ ନଦୀରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ବ୍ରାହ୍ମଣୀ ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ତାଳଚେର ଗହମ ଅଞ୍ଚଳ ଦେଇ ବହି ଯାଇଥିବା ବ୍ରାହ୍ମଣୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି । ହାତ ଗୋଡ଼ ବନ୍ଧା ଯାଇଥିବା ଅବସ୍ଥାରେ ନଦୀରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ପୋଲିସକୁ ସୂଚନା ଦେଇଥିଲେ । ମୃତ…

ମଦ ଦୋକାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୬ ଲକ୍ଷ

ଅନୁଗୁଳ: ଦିନ ଦ୍ୱିପ୍ରହରରେ ଅପରାଧ । ଗୁଳିମାଡ଼ ପରେ ଭୁଜାଲିରେ ଆକ୍ରମଣ କରି ଲୁଟି ନେଲେ ୬ ଲକ୍ଷରୁ ଅଧିକ ଟଙ୍କା । ଅନୁଗୁଳ ଟାଉନ୍ ଥାନା କୁରୁଡୁଲୁ ନିକଟ ଶର୍ମା ଛକରେ ଦୁର୍ବୃତ୍ତ ମଦ ଦୋକାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି । ଗୁରୁତର ଆହତ ମଦ ଦୋକାନ…

ବାରହା ଶିକାର ଫାସରେ ପଡ଼ି ଆଖି ବୁଜିଲା ଦନ୍ତା

ଅନୁଗୁଳ: ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ଲାଗି ଦନ୍ତାହାତୀର ମୃତ୍ୟୁ ହୋଇଛି । ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଜଗନ୍ନାଥପୁର ଗାଁ ନିକଟ ଏକ ଆମ୍ବତୋଟାରୁ ମିଳିଥି ଦନ୍ତାହାତୀର ମୃତଦେହ । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର…

ଢେଲା ମାରି କୁକୁରକୁ ମାରି ଦେଲେ ପଡ଼ୋଶୀ, ଥାନାରେ ଏତଲା

ଅନୁଗୁଳ: ପୁଅ ପରି କୁକୁରକୁ ପାଳିଥିଲେ । ୪ ବର୍ଷର ଜିମି ଥିଲା ଘରର ସଦସ୍ୟ । ସାନଠୁ ବଡ଼ ଜିମି ପାଇଁ ପାଗଳ ଥିଲେ । ହେଲେ କୁକୁର ପ୍ରତି ପରିବାରର ଅନାବଳି ସ୍ନେହକୁ ସହ୍ୟ କରି ପାରୁ ନଥିଲେ ପଡ଼ୋଶୀ । ଶେଷରେ ପଡ଼ୋଶୀଙ୍କ ଇଟା ଓ ଢେଲା ମାଡ଼ରେ ଜିମିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏନେଇ…

ଗୋ-ଚାଲାଣ ବେଳେ ଶତାଧିକ ଗୋରୁ ଉଦ୍ଧାର, ୨ ଗିରଫ

ଅନୁଗୁଳ: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପଶ୍ଚିମବଙ୍ଗକୁ ବେଧଡ଼କ ଗୋ-ଚାଲାଣ କରାଯାଉଛି । ଗୋ-ଟାଲାଣ ଖବର ପାଇ ପାଲଲହଡ଼ା ପୋଲିସ ବିଳମ୍ବିତ ରାତିରେ ଜାତୀୟ ରାଜପଥ ୪୯ରେ ଜଗି ରହିଥିଲା । ରାତି ପ୍ରାୟ ୩ଟା ବେଳେ ଏକ ଟ୍ରକ୍ ଯୋଗେ ଶହେରୁ ଅଧିକ ଗୋରୁଗାଈଙ୍କୁ ନିଆ ଯାଉଥିବା ବେଳେ ପୋଲିସ ଗାଡ଼ି…