ଏମ୍ସିଏଲ୍ର ବାର୍ଷିକ ସାମ୍ବାଦିକ ସମ୍ମିଳନୀ, କୋଇଲା ଉତ୍ପାଦନ ଓ ଉତ୍ତୋଳନରେ ଐତିହାସିକ ଅଭିବୃଦ୍ଧି
ଭୁବନେଶ୍ୱର: ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ଼ (ଏମ୍ସିଏଲ୍) ଏହାର ଉତ୍ପାଦନ ଓ ଡେସ୍ପ୍ୟାଚ୍ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ଼ ହାସଲ କରି ୨୦୨୧-୨୨ ଆର୍ଥିକ ବର୍ଷ ସମାପ୍ତ କରିଛି । କମ୍ପାନୀ ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ୧୪% ଅଭିବୃଦ୍ଧି କରି ୧୬୮ ମିଲିୟନ ଟନ୍ କୋଇଲା ଉତ୍ପାଦନ କରି…