Latest Odisha News

BREAKING NEWS

Browsing Tag

Anticipatory bail

ଯୌନ ଶୋଷଣ ଅଭିଯୋଗ ମାମଲା, ଆଗୁଆ ଜାମିନ୍ ଆବେଦନ କଲେ ସୌରିନ ଭଟ୍ଟ

କଟକ: କଣ୍ଠଶିଳ୍ପୀ ସୌରିନ ଭଟ୍ଟ ବିରୋଧରେ ଯୌନ ଶୋଷଣ ମାମଲା । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ସୌରିନ ଭଟ୍ଟ । ଗିରଫଦାରୀକୁ ଏଡ଼ାଇବାକୁ ଯାଇ ସୌରିନ୍ ଭଟ୍ଟ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି । ଅନ୍ୟପଟେ ସୌରିନ ଭଟ୍ଟଙ୍କୁ କଟକ ମହିଳା ଥାନା ପୋଲିସ ଖୋଜୁଛି । ସୌରିନଙ୍କୁ…

ହାଇକୋର୍ଟରେ ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

କଟକ: ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ…

ପର୍ଣ୍ଣୋଗ୍ରାଫି ମାମଲାରେ ରାଜ୍‌ଙ୍କୁ ଝଟ୍‌କା; ଜାମିନ ଆବେଦନ ଖାରଜ କଲେ କୋର୍ଟ

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି। ଅଶ୍ଳୀଳ ଭିଡିଓ ନିର୍ମାଣ ଓ ପ୍ରସାରଣ ମାମଲାରେ ସମ୍ପୃକ୍ତ ଥିବ‌ା ରାଜଙ୍କ ଜାମିନ ଆବେଦନକୁ ଗୁରୁବାର ଦିନ ବମ୍ବେ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରାଜଙ୍କ ସହ ଅନ୍ୟ ୬…

ଇଭିଏମ୍ ଭଙ୍ଗାରୁଜା ଘଟଣା: ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କୁ ହାଇକୋର୍ଟଙ୍କ ଅଗ୍ରୀମ ଜାମିନ୍ ପ୍ରଦାନ

କଟକ : ଏପ୍ରିଲ୍ ୨୩ ତାରିଖ ତଥା ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ବୀରକିଶୋରପୁର ଗ୍ରାମର ଏକ ବୁଥରେ ଇଭିଏମ୍ ଭଙ୍ଗାରୁଜା ମାମଲାରେ ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କୁ ବୁଧବାର ଦିନ ଓଡିଶା ହାଇକୋର୍ଟ ଅଗ୍ରୀମ ଜାମିନ୍ ପ୍ରଦାନ କରିଛନ୍ତି । ଏସମ୍ପର୍କରେ ହାଇକୋର୍ଟର ବରିଷ୍ଠ ଓକିଲ ଓ…