‘ରାଜ୍ୟରେ ଦିନକୁ ହେବ ଲକ୍ଷେ ଟେଷ୍ଟ’
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟରେ ବଢ଼ିବ ଟେଷ୍ଟ ସଂଖ୍ୟା । ଦିନକୁ ଏକ ଲକ୍ଷ ନମୁନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଛି । ରାପାଡ ଆଂଟିଜେନ୍ ଟେଷ୍ଟ ମଧ୍ୟ ବଢ଼ିବ । ଏନେଇ ଆଜି ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି ।
ଭୁବନେଶ୍ୱରର ବିଭିନ୍ନ କର୍ପୋରେସନରେ…