Latest Odisha News

BREAKING NEWS

Browsing Tag

Anubhab Mohanty

ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ :  ବହୁଚର୍ଚ୍ଚିତ ଷ୍ଟାର ଦମ୍ପତି ବର୍ଷା-ଅନୁଭବଙ୍କ ପାରିବାରିକ ବିବାଦ ମାମଲା ବେଶ୍ ଚର୍ଚ୍ଚାରେ ରହିଆସିଛି । ତେବେ ଆଜି ଅନୁଭବଙ୍କ ପୈତୃକ ଘର ଛାଡ଼ିଲେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ।  ତେବେ…

ମାସକ ଭିତରେ ଶାଶୂଘର ଛାଡ଼ିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ: ଅଭିନେତ୍ରୀ ବର୍ଷା ଛାଡ଼ିବେ ଶାଶୂଘର । ମାସକ ମଧ୍ୟରେ ଶାଶୂଘର ଛାଡ଼ି ବାହାରେ ଭଡ଼ା ଘରେ ରହିବେ ବର୍ଷା । କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ନୂଆ ଟ୍ୱିଷ୍ଟ ଆସିଛି । ଜିଲ୍ଲା ଦୌରାଜଜ୍ କୋର୍ଟରେ ଶୁଣାଣି ବେଳେ ବର୍ଷା ଶାଶୂଘର…

ବର୍ଷାଙ୍କୁ ଶାନ୍ତ କରିବ କି ‘ଗୀତା’?

କଟକ: ବର୍ଷା ଅନୁଭବଙ୍କ କଳି ଏବେ କୋର୍ଟରେ । ଷ୍ଟାର ଦମ୍ପତ୍ତିଙ୍କ ପରିବାରରେ ଆସିଛି ଝଡ । କାହା ମନ କାହା ପାଖରେ ନାହିଁ । ପରସ୍ପର ଦୋଷ ଦେଉଛନ୍ତି । ଅଶାନ୍ତିରେ ଜିଉଁଛନ୍ତି । ନ୍ୟାୟାଳୟରେ ନ୍ୟାୟ ପାଇଁ ଗୁହାରି କରୁଛନ୍ତି । ତେବେ ଦୁଇଜଣଙ୍କ  ଜୀବନରେ ଉଠିଥିବା ଝଡ଼କୁ ସମାଧାନ କରିବା…

କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ବର୍ଷା-ଅନୁଭବ

କଟକ: ଘରୋଇ ହିଂସା ଓ ବିବାହ ବିଚ୍ଛେଦ ମାମଲାରେ ପୁଣି କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଜାରି ରହିଛି । ଗତ ୯ ତାରିଖରେ ବି…

ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କଲେ ଅନୁଭବ ମହାନ୍ତି

କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମୁନି । ଗତକାଲି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ଡିଜି ଅଭୟଙ୍କ ନିକଟରେ ପାଲଟା ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି । କିଛି ଦିନ ତଳେ ଭାଇରାଲ ହୋଇଥିବା ଏକ ଅଡିଓକୁ ନେଇ…

କାହିଁକି ପୁରୀଘାଟ ଥାନାରେ ପୁଣି ଏତଲା ଦେଲେ ବର୍ଷା ?

କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା…

ଟାର୍ଗେଟରେ ବର୍ଷା ! ସୋସିଆଲ୍ ମିଡିଆ ଟ୍ରୋଲକୁ ନେଇ ମୁହଁ ଖୋଲିଲେ ଜାଗ୍ରତି

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ସହ ଏକ ଫଟୋକୁ ନେଇ ସୋସିଆଲ୍ ମିଡିଆରେ ଟ୍ରୋଲ ପରେ ମୁହଁ ଖୋଲିଛନ୍ତି ସାମ୍ବାଦିକା ଜାଗ୍ରତି ଶୁକ୍ଳା । ଅନୁଭବ-ବର୍ଷା ପ୍ରସଙ୍ଗରେ ଚୁପ୍‌ ରହିଥିବା ଜାଗ୍ରତି ତାଙ୍କୁ ବିବାଦ ଭିତରକୁ ଟଣା ଯାଇଥିବାରୁ କ୍ଷୁବ୍ଧ ହୋଇଛନ୍ତି । ସୋସିଆଲ ମିଡିଆରେ ତାଙ୍କୁ…