Latest Odisha News

BREAKING NEWS

Browsing Tag

Anubhav Mohanty

୧୦ ଦିନ ପାଇଁ ବର୍ଷା ଘର ଛାଡନ୍ତୁ: ଅନୁଭବଙ୍କ ମାଆ

କଟକ: ଓଲିଉଡର ଚର୍ଚ୍ଚିତ ଯୋଡି ତଥା ଅଭିନେତାରୁ ସାଂସଦ ପାଲଟିଥିବା ଅନୁଭବ ଓ ତାଙ୍କ ପତ୍ନୀ ବର୍ଷାଙ୍କୁ ନେଇ ପୁଣି ଏକ ଖବର ସାମ୍ନାକୁ ଆସିଛି । ପ୍ରାପ୍ତ ସୂଚନାନୁଯାୟୀ, ଅନୁଭବଙ୍କ ମା’ ପୁରୀଘାଟ ଥାନାରେ ବର୍ଷାଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ କଟକ ସ୍ଥିତ…

ଅତୀତକୁ ଭୁଲି ନୂଆ ଆରମ୍ଭ ନେଇ ଟ୍ୱିଟରରେ ବୁଦ୍ଧଙ୍କ ବାଣୀ ଲେଖିଲେ ଅନୁଭବ

ଭୁବନେଶ୍ୱର : ‘‘ବିଗତ ଦିନ ଯେତେ କଷ୍ଟକର ହେଉ, ଆପଣ ସବୁବେଳେ ଏକ ନୂଆ ଆରମ୍ଭ କରିପାରିବେ’’ ବୁଦ୍ଧଙ୍କ ଏହି ବାଣୀକୁ ନିଜ ଟ୍ୱିଟର ଆକାଉଣ୍ଟରେ ଟ୍ୱିଟ୍ କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ଯାହାକୁ ନେଇ ତାଙ୍କ ଫଲୋୟର ଅନେକ ମତ ଦେଇଛନ୍ତି । “No matter how hard the past is, you…

ବୈଜୟନ୍ତ ଓଡ଼ିଶାର ‘କୃତଘ୍ନ କୁପୁତ୍ର’: ଅନୁଭବ ମହାନ୍ତି

ଭୁବନେଶ୍ୱର: ଓଡ଼ିଶାକୁ 'ପାକିସ୍ତାନ' ସହ ତୁଳନା କରିଥିବା କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କୁ କଡା ସମାଲୋଚନା କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଜୟ ପଣ୍ଡାଙ୍କୁ ଓଡ଼ିଶାର 'କୃତଘ୍ନ କୁପୁତ୍ର' ସମ୍ବୋଧନ କରି ଅନୁଭବ ଟ୍ୱିଟ କରିଛନ୍ତି, ଏଭଳି ଜଣେ…

ଅନୁଭବ-ବର୍ଷା ବିବାଦ ମାମଲା: ଆପୋଷ ବୁଝାମଣା ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାର ଶୁଣାଣି ହୋଇଛି । ଅନୁଭବ ମହାନ୍ତି କରିଥିବା ଛାତପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ନେଇ ବର୍ଷାଙ୍କ ପିଟିସନର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ପଟିଆଲା ହାଉସକୋର୍ଟରେ ସାଂସଦ…

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ଡାକରା, ‘ଡିସେମ୍ବର ୧୦ରେ ହାଜର ହୁଅ’

ଭୁବନେଶ୍ୱର: ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ । ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲରେ ବର୍ଷାଙ୍କୁ ଦିଲ୍ଲୀ ପଟିଆଲା ହାଉସକୋର୍ଟ ନୋଟିସ ପଠାଇଛନ୍ତି । ଡିସେମ୍ବର ୧୦ରେ ହାଜର ହେବାକୁ କୋର୍ଟ ନୋଟିସ୍ ଜାରି କରିଛନ୍ତି । ବର୍ଷାଙ୍କୁ ନୋଟିସ…

ଆଜି ବର୍ଷାଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ: କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ପ୍ରସଙ୍ଗରେ ମାନବାଧିକାର କର୍ମୀଙ୍କ ଏକ ଟିମ୍ ଆଜି ବର୍ଷାଙ୍କୁ ଭେଟିଛନ୍ତି । ଅନୁଭବଙ୍କ ନନ୍ଦି ସାହି ସ୍ଥିତ ଘରେ ଏହି ଟିମ୍ ବର୍ଷାଙ୍କୁ ଭେଟିଛନ୍ତି । ବର୍ଷା ଏହି…

ଅନୁଭବ ଛାଡିଲେ ନୂଆ ଭିଡିଓ, ପଚାରିଲେ ଏମିତି ହୁଏ କି ଘରୋଇ ହିଂସା?

ଭୁବନେଶ୍ୱର: ଓଲିଉଡର ସୁରପଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ଘରୋଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏବେ ଏହାକୁ ନେଇ ସମ୍ନକୁ ଆସିଛି ଏକ ନୂଆ ଭିଡିଓ । ଏହାକୁ ଅନୁଭବ ଜାରି କରିଛନ୍ତି । ଏହି ଭିଡିଓକୁ ନେଇ ଚର୍ଚ୍ଚା ଜୋର୍ ଧରିଛି । ଏହି ଭିଡିଓ…

ଟିଆରପି ଲଢେଇରେ ମୋ ବାପାଙ୍କର କିଛି ହୋଇଗଲେ କିଏ ଦାୟୀ ରହିବ : ଅନୁଭବ

କଟକ: ତିନି ଦିନ ହେଲାରେ ଚର୍ଚ୍ଚାରେ ଅଛନ୍ତି ଅନୁଭବ ଓ ବର୍ଷା । ସାରା ରାଜ୍ୟବାସୀ ସେମାନଙ୍କର ବିବାହ ବିଚ୍ଛେଦ ସମ୍ପର୍କୀତ ଖବରକୁ ନେଇ ଉତ୍ସୁକ ଥିବା ବେଳେ ଗଣମାଧ୍ୟମ ବି ବେଶ୍ ସଜାଗ ହୋଇଉଠିଛି । ତେବେ ଆଜି ଅପରାହ୍ନରେ ସାଂସଦ ଅନୁଭବ ମହାନ୍ତି ଗଣ ମାଧ୍ୟମକୁ ହାତ ଯୋଡି ଏକ ବିନମ୍ର…

ଅନୁଭବ ଇସ୍ତଫା ଦିଅନ୍ତୁ: ବିଜେପି ରାଜ୍ୟ ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି କଲା ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା । ମାନବିକତା ଦୃଷ୍ଟିକୋଣରୁ ଇସ୍ତଫା ଦିଅନ୍ତୁ ଅନୁଭବ । ଏଥିସହ ନବୀନ ବାବୁ ତାଙ୍କୁ ଦଳରୁ ବହିଷ୍କାର କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା ଦାବି କରିଛି । ଆଜି ସାମ୍ବାଦିକ ସମ୍ମିଳନୀ କରି…

ଅନୁଭବଙ୍କ ଘରେ ପହଂଚିଲା ପୋଲିସ

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ଘରେ ପହଂଚିଲା ପୋଲିସ । ଅଭିନେତ୍ରୀ ବର୍ଷାଙ୍କ ଅଭିଯୋଗ ପରେ ପୋଲିସ ତାଙ୍କ ଘରେ ପହଂଚିଛି । ବର୍ଷା ପ୍ରିୟଦର୍ଶିନୀ ୧୦୦ ନମ୍ବରକୁ ଫୋନ କରି ପୁଲିସଠାରୁ ସୁରକ୍ଷା ମାଗିବା ପରେ ପୁରୀଘାଟ ପୁଲିସ ସେଠାରେ ପହଞ୍ଚିଥିବା ସୂଚନା ମିଳିଛି। ଜଣେ ପୁରୁଷ ଓ ଜଣେ ମହିଳା…