Latest Odisha News

BREAKING NEWS

Browsing Tag

Anubhav-Varsha Controversy

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତି

କଟକ: ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଏବେ କୋର୍ଟରେ ବିଚାରଧୀନ ରହିଛି । ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପରିବାର ଅଦାଲତରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ…

ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଥାନାରେ ରୁଜୁ ହେଲା ମାମଲା

କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ରୁଜୁ ହେଲା ମାମଲା । ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଅନୁଭବଙ୍କ ନାଁରେ ଏତଲା ରୁଜୁ କରିଛି ପୁରୀଘାଟ ଥାନା ପୋଲିସ । ଅନୁଭବଙ୍କ ସମେତ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ବି ମାମଲା ରୁଜୁ…

ଅତୀତକୁ ଭୁଲି ନୂଆ ଆରମ୍ଭ ନେଇ ଟ୍ୱିଟରରେ ବୁଦ୍ଧଙ୍କ ବାଣୀ ଲେଖିଲେ ଅନୁଭବ

ଭୁବନେଶ୍ୱର : ‘‘ବିଗତ ଦିନ ଯେତେ କଷ୍ଟକର ହେଉ, ଆପଣ ସବୁବେଳେ ଏକ ନୂଆ ଆରମ୍ଭ କରିପାରିବେ’’ ବୁଦ୍ଧଙ୍କ ଏହି ବାଣୀକୁ ନିଜ ଟ୍ୱିଟର ଆକାଉଣ୍ଟରେ ଟ୍ୱିଟ୍ କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ଯାହାକୁ ନେଇ ତାଙ୍କ ଫଲୋୟର ଅନେକ ମତ ଦେଇଛନ୍ତି । “No matter how hard the past is, you…

ଅନୁଭବ-ବର୍ଷା ବିବାଦ ମାମଲା: ଆପୋଷ ବୁଝାମଣା ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାର ଶୁଣାଣି ହୋଇଛି । ଅନୁଭବ ମହାନ୍ତି କରିଥିବା ଛାତପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ନେଇ ବର୍ଷାଙ୍କ ପିଟିସନର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ପଟିଆଲା ହାଉସକୋର୍ଟରେ ସାଂସଦ…

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ଡାକରା, ‘ଡିସେମ୍ବର ୧୦ରେ ହାଜର ହୁଅ’

ଭୁବନେଶ୍ୱର: ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ । ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲରେ ବର୍ଷାଙ୍କୁ ଦିଲ୍ଲୀ ପଟିଆଲା ହାଉସକୋର୍ଟ ନୋଟିସ ପଠାଇଛନ୍ତି । ଡିସେମ୍ବର ୧୦ରେ ହାଜର ହେବାକୁ କୋର୍ଟ ନୋଟିସ୍ ଜାରି କରିଛନ୍ତି । ବର୍ଷାଙ୍କୁ ନୋଟିସ…

ଅନୁଭବଙ୍କ ଓକିଲ କହିଲେ ‘ବର୍ଷାଙ୍କ ରହିଛି ନିଜସ୍ୱ ଆୟ’

ଭୁବନେଶ୍ୱର: ଜୋର୍ ଧରିଛି ଓଲିଉଡ ଷ୍ଟାର ଯୋଡି ଅନୁଭବ-ବର୍ଷାଙ୍କ ବିବାଦ । କଥା ଯାଇ ଏବେ ସୁପ୍ରିମକୋର୍ଟାରେ ପହଂଚିଲାଣି ।  ଦିଲ୍ଲୀ ପଟିଆଲାରେ ଅନୁଭବ କରିଥିବା ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ଆଜି ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ…

ଆଜି ବର୍ଷାଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ: କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ପ୍ରସଙ୍ଗରେ ମାନବାଧିକାର କର୍ମୀଙ୍କ ଏକ ଟିମ୍ ଆଜି ବର୍ଷାଙ୍କୁ ଭେଟିଛନ୍ତି । ଅନୁଭବଙ୍କ ନନ୍ଦି ସାହି ସ୍ଥିତ ଘରେ ଏହି ଟିମ୍ ବର୍ଷାଙ୍କୁ ଭେଟିଛନ୍ତି । ବର୍ଷା ଏହି…

ବିବାଦ ପରେ ଘରୁ ବାହାରିଲେ ବର୍ଷା !

କଟକ: ଓଲିଉଡ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ବିବାଦ ପରେ ପ୍ରଥମ ଥର ପାଇଁ ଘରୁ ବାହାରକୁ ବାହାରିଛନ୍ତି ବର୍ଷା । କଟକ ନନ୍ଦିସାହି ଶାଶୁଘରୁ ସୁରକ୍ଷାକର୍ମୀଙ୍କ ସହ ବାହାରକୁ ଯାଇଛନ୍ତି । ସମ୍ପର୍କିୟଙ୍କ ସହ କାର୍‌ରେ ସେ…

ଅନୁଭବ ମହାନ୍ତିଙ୍କ ଭାବପୂର୍ଣ୍ଣ ଚିଠି, ସେପଟେ ଜବାବ ଦେଲେ ବର୍ଷା

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନିର୍ଯାତନା ନେଇ କୋର୍ଟରେ କରିଥିବା ମାମଲା ଓ ସେପଟେ ଅନୁଭବ ମହାନ୍ତିଙ୍କ ଦିଲ୍ଲୀ ପଟିଆଲା କୋର୍ଟରେ ବିବାହ ବିଚ୍ଛେଦ ପାଇଁ ଆବେଦନ । ଗତ ୬ ତାରିଖରୁ ଏହି ଦୁହିଁଙ୍କ ସମ୍ପର୍କ ଦାଣ୍ଡରେ ପଡି ହାଟରେ ଗଡୁଛି । କେହି କାହାରିକୁ ଦୋଷାରୋପ କରିବାରେ…

ଅନୁଭବ ଛାଡିଲେ ନୂଆ ଭିଡିଓ, ପଚାରିଲେ ଏମିତି ହୁଏ କି ଘରୋଇ ହିଂସା?

ଭୁବନେଶ୍ୱର: ଓଲିଉଡର ସୁରପଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ଘରୋଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏବେ ଏହାକୁ ନେଇ ସମ୍ନକୁ ଆସିଛି ଏକ ନୂଆ ଭିଡିଓ । ଏହାକୁ ଅନୁଭବ ଜାରି କରିଛନ୍ତି । ଏହି ଭିଡିଓକୁ ନେଇ ଚର୍ଚ୍ଚା ଜୋର୍ ଧରିଛି । ଏହି ଭିଡିଓ…