Latest Odisha News
Browsing Tag

Anubhav-Varsha Controversy

ବର୍ଷାଙ୍କ ରୁମ୍‌ରେ ଭିଡିଓ ରେକର୍ଡିଂ ମାମଲା, ୨ଯୁବକଙ୍କୁ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ରୁମ୍‌ରେ ଭିଡିଓ ରେକର୍ଡିଂ ମାମଲାରେ ୨ଯୁବକଙ୍କୁ ଡାକିଲା ପୋଲିସ । ଭିଡିଓ କରିଥିବା ୨ ଯୁବକଙ୍କୁ କଟକ ପୁରୀ ଘାଟ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଭିଯୋଗ ଅନୁଯାୟୀ ଭିଡିଓ କରୁଥିବା ୨ ଯୁବକ ଅନୁଭବଙ୍କ ସହଯୋଗୀ । ଗତକାଲି…

ସାଂସଦ ଅନୁଭବ ମହାନ୍ତିଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି ମହିଳା ମୋର୍ଚା

ଭୁବନେଶ୍ୱର: କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବ ଓ ବର୍ଷାଙ୍କ ମଧ୍ୟରେ ବିବାଦ ପରେ ବିଜେପି ମହିଳା ମୋର୍ଚା ପକ୍ଷରୁ ଗତକାଲିଠାରୁ ସାଂସଦଙ୍କ ଇସ୍ତଫା ଦାବି ହୋଇଛି । ଆଜି ମୋର୍ଚ୍ଚା ପକ୍ଷରୁ ମାଷ୍ଟରକଣ୍ଟିନ ଛକରେ ଅନୁଭବଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସହ ତାଙ୍କର କୁଶ ପୁତ୍ତଳିକା…

ଟ୍ୱିଟରରେ ଜବାବ ଦେଲେ ବର୍ଷା, ‘ସତ କେବେ ହାରିବନି’

ଭୁବନେଶ୍ୱର: ବର୍ଷା ଓ ଅନୁଭବଙ୍କ ବିବାଦ ଏବେ ବେଶ୍ ଚର୍ଚ୍ଚାରେ । ଆଜି ଅପରାହ୍ନରେ ଅନୁଭବ ଗଣମାଧ୍ୟମକୁ ତାଙ୍କ ପରିବାରର ପିଛା ଛାଡିବାକୁ ନିବେଦନ କରିଥିଲେ । ସେମାନେ ପ୍ରଥମ ଆଉ ଶେଷ ଦମ୍ପତ୍ତି ନୁହନ୍ତି ଯେ କି ଛାଡପତ୍ର ପାଇଁ ଆବେଦନ କରିଛନ୍ତି । ତାଙ୍କ ବାପା ଅସୁସ୍ଥ ଥିବାରୁ ଚିକିତ୍ସାଧୀନ…